ଅଶୋକଙ୍କଠାରୁ ୨୫ ହଜାର ଭୋଟ୍‌ରେ ଆଗେଇଲେ ରୀତା

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଏକାଦଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୫,୧୬୬ ଭୋଟ୍‌ରେ ଆଗୁଆ ଅଛନ୍ତି। ଏକାଦଶ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୫୯,୨୯୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୩୪,୧୩୨ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୯୮୦ଟି ଭୋଟ୍ […]

Bijepur11

Rakesh Mallick
  • Published: Wednesday, 28 February 2018
  • , Updated: 28 February 2018, 12:03 PM IST

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଏକାଦଶ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୨୫,୧୬୬ ଭୋଟ୍‌ରେ ଆଗୁଆ ଅଛନ୍ତି।

ଏକାଦଶ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୫୯,୨୯୮ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୩୪,୧୩୨ ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୯୮୦ଟି ଭୋଟ୍ ପାଇଛନ୍ତି।

Related story