ଦ୍ୱିତୀୟ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୫୭୬୬ ଭୋଟ୍‌ରେ ଆଗୁଆ ଅଛନ୍ତି। ଦ୍ୱିତୀୟ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୧୧,୬୭୬ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୫୯୧୦ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୬୮୩ଟି ଭୋଟ୍ […]

Bijepur3

Rakesh Mallick
  • Published: Wednesday, 28 February 2018
  • , Updated: 28 February 2018, 09:59 AM IST

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ଦ୍ୱିତୀୟ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୫୭୬୬ ଭୋଟ୍‌ରେ ଆଗୁଆ ଅଛନ୍ତି।

ଦ୍ୱିତୀୟ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୧୧,୬୭୬ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୫୯୧୦ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୬୮୩ଟି ଭୋଟ୍ ପାଇଛନ୍ତି।

Related story