ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି। ସପ୍ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୧୫,୦୭୫ ଭୋଟ୍ରେ ଆଗୁଆ ଅଛନ୍ତି।
ସପ୍ତମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୩୮,୮୧୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୨୩,୭୩୯ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୦୮୩ଟି ଭୋଟ୍ ପାଇଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର! ଆରମ୍ଭ ହେଲା ପାଇଲଟ ପ୍ରୋଜେକ୍ଟ
ଆଗାମୀ ଦିନରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ ମିଳିପାରେ କ୍ଷୀର। ପିଲାଙ୍କୁ ପୋଷଣ ଓ ପ୍ରୋଟିନ୍ ଯୋଗାଇବାକୁ ରାଜ୍ୟ ସରକାର ଏପରି ଏକ ଯୁଗାନ୍ତକାରୀ ପଦକ୍ଷେପ ନେବାକୁ ଯାଉଛନ୍ତି।
Politics
“ପ୍ରତି ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର”
ଏତେ ବଡ଼ ଯୋଜନାରୁ ପୂର୍ବରୁ ଓଡ଼ିଶାବାସୀଙ୍କୁ ବଞ୍ଚିତ ରଖାଯାଇଥିଲା ଏବେ ସେମାନଙ୍କୁ ନ୍ୟାୟ ମିଳିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।
Politics
ଆପ୍ ଉପରେ ବର୍ଷିଲେ ରାହୁଲ, କହିଲେ ମୋଦି-କେଜ୍ରିୱାଲ ସମାନ
ଦିଲ୍ଲୀ ନିର୍ବାଚନ ପାଇଁ ପ୍ରଚାରବେଳେ କେଜ୍ରିୱାଲଙ୍କୁ ଟାର୍ଗେଟ କଲେ ରାହୁଲ। ପ୍ରଧାନମନ୍ତ୍ରୀ ମୋଦି ଓ କେଜ୍ରିୱାଲ ଉଭୟ କେବଳ ମିଛ ପ୍ରତିଶ୍ରୁତି ଦିଅନ୍ତି ବୋଲି କହିଲେ।
Politics
ଓଡ଼ିଶାର ଜନସାଧାରଣଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
ରାଜ୍ୟରେ ଆୟୁଷ୍ମାନ ଭାରତ ଲାଗୁ ହେବା ପରେ କ’ଣ ଫାଇଦା ମିଳିବ? ଆୟୁଷ୍ମାନ ଭାରତ ଯୋଜନାରେ ଜଣେ ହିତାଧିକାରୀ ସାରା ଦେଶରେ ପ୍ରାୟ ୩୦ ହଜାର ମେଡିକାଲରୁ ମାଗଣା ଚିକିତ୍ସା ସୁବିଧା ପାଇପାରିବେ।
Politics
ଶଙ୍ଖ ଭବନ ହୋଟେଲ୍ରେ ପରିଣତ ହୋଇଛି: ଜଗା; ଜବାବ ରଖିଲେ ଅରୁଣ
ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କ ହୋଟେଲ୍ ମନ୍ତବ୍ୟର ଜବାବ ରଖିଛନ୍ତି ନୟାଗଡ଼ ବିଧାୟକ ଅରୁଣ କୁମାର ସାହୁ। ସେ କହିଛନ୍ତି, ରେଲୱେର କ୍ୟାଣ୍ଟିନ୍ ଅଛି। ସଂସଦରେ ମଧ୍ୟ କ୍ୟାଣ୍ଟିନ୍ ରହିଛି। ଅବଶ୍ୟ ଖାଇବା ଲୋଭ କାହାର ଅଛି, ତାହା ମିଡିଆରେ ଦେଖାଯାଉଛି।