ସପ୍ତମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗୁଆ

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ସପ୍ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୧୫,୦୭୫ ଭୋଟ୍‌ରେ ଆଗୁଆ ଅଛନ୍ତି। ସପ୍ତମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୩୮,୮୧୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୨୩,୭୩୯ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୦୮୩ଟି ଭୋଟ୍ […]

Bijepur7

Rakesh Mallick
  • Published: Wednesday, 28 February 2018
  • , Updated: 28 February 2018, 11:03 AM IST

ବରଗଡ଼ (ଓଡ଼ିଶା ରିପୋର୍ଟର): ବିଜେପୁର ଉପ ନିର୍ବାଚନର ଭୋଟ୍ ଗଣତି ଚାଲିଛି।  ସପ୍ତମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କ ଠାରୁ ୧୫,୦୭୫ ଭୋଟ୍‌ରେ ଆଗୁଆ ଅଛନ୍ତି।

ସପ୍ତମ ରାଉଣ୍ଡ ଶେଷସୁଦ୍ଧା ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୩୮,୮୧୪ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପି ପ୍ରାର୍ଥୀ ଅଶୋକ ପାଣିଗ୍ରାହୀଙ୍କୁ ୨୩,୭୩୯ଟି ଭୋଟ୍ ମିଳିଛି। କଂଗ୍ରେସ ପ୍ରାର୍ଥୀ ପ୍ରଣୟ ସାହୁ ୨୦୮୩ଟି ଭୋଟ୍ ପାଇଛନ୍ତି।

Related story