ଶ୍ରୀକ୍ଷେତ୍ରରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ବିଜୁ ଆହତ

ପୁରୀ(ଓଡ଼ିଶା ରିପୋର୍ଟର): ଦୁର୍ଦ୍ଦାନ୍ତ ଅପରାଧୀ ବିଜୁ ବେହେରାକୁ ଏନ୍‌କାଉଣ୍ଟର କଲା ପୁରୀ ପୁଲିସ୍‌। ଫଳରେ ବିଜୁର ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଶ୍ରୀକ୍ଷେତ୍ର ପୁରୀ ନରେନ୍ଦ୍ରକୋଣରେ ଗୁଳିକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ହେଉଛି ବିଜୁ। ମଙ୍ଗଳବାର ରାତିରେ ନରେନ୍ଦ୍ରକୋଣରେ ଜଣେ ମହିଳାଙ୍କୁ ଗୁଳି କରିଥିଲା ବିଜୁ। ଗୁଳି ମାଡ଼ ପରେ ଅଭିଯୁକ୍ତ ବିଜୁ ବେହେରା ଚନ୍ଦନପୁର ଥାନା ଅଞ୍ଚଳରେ ଲୁଚି ରହିଥିଲା। ଏ ସମ୍ପର୍କରେ ଖବର ପାଇ ପୁଲିସ୍‌ ଅଚାନକ ଚଢ଼ଉ […]

Puri

Puri

Manoranjan Sial
  • Published: Wednesday, 20 October 2021
  • Updated: 20 October 2021, 09:37 PM IST

Sports

Latest News

ପୁରୀ(ଓଡ଼ିଶା ରିପୋର୍ଟର): ଦୁର୍ଦ୍ଦାନ୍ତ ଅପରାଧୀ ବିଜୁ ବେହେରାକୁ ଏନ୍‌କାଉଣ୍ଟର କଲା ପୁରୀ ପୁଲିସ୍‌। ଫଳରେ ବିଜୁର ବାମ ଗୋଡ଼ରେ ବାଜିଛି ଗୁଳି। ତାକୁ ମେଡ଼ିକାଲ୍‌ରେ ଭର୍ତ୍ତି କରାଯାଇଛି। ଶ୍ରୀକ୍ଷେତ୍ର ପୁରୀ ନରେନ୍ଦ୍ରକୋଣରେ ଗୁଳିକାଣ୍ଡ ଘଟଣାର ମୁଖ୍ୟ ଅଭିଯୁକ୍ତ ହେଉଛି ବିଜୁ।

ମଙ୍ଗଳବାର ରାତିରେ ନରେନ୍ଦ୍ରକୋଣରେ ଜଣେ ମହିଳାଙ୍କୁ ଗୁଳି କରିଥିଲା ବିଜୁ। ଗୁଳି ମାଡ଼ ପରେ ଅଭିଯୁକ୍ତ ବିଜୁ ବେହେରା ଚନ୍ଦନପୁର ଥାନା ଅଞ୍ଚଳରେ ଲୁଚି ରହିଥିଲା। ଏ ସମ୍ପର୍କରେ ଖବର ପାଇ ପୁଲିସ୍‌ ଅଚାନକ ଚଢ଼ଉ କରିଥିଲା। ବିଜୁକୁ ଆତ୍ମସମର୍ପଣ କରିବାକୁ ପୁଲିସ୍‌ କହିଥିଲା। କିନ୍ତୁ ସେ ପୁଲିସ ଉପରକୁ ପ୍ରଥମେ ଗୁଳି ଚଳାଇଥିଲା। ଏହାର ପ୍ରତି ଜବାବ ଦେଇଥିଲା ପୁଲିସ୍‌।

ବିଜୁ ଉପରକୁ ପୁଲିସ ପାଲଟା ଗୁଳି ଚାଳନା କରିଥିଲା। ଫଳରେ ବିଜୁର ବାମ ଗୋଡ଼ରେ ବାଜିଥିଲା ଗୁଳି। ପରେ ତାକୁ କାବୁ କରିବାରେ ସମ୍ଭବପର ହୋଇଥିଲା ପୁଲିସ। ତାକୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତା’ ପାଖରୁ ପୁଲିସ୍‌ ଏକ ପିସ୍ତଲ ଓ ୩ ରାଉଣ୍ଡ ଗୁଳି ଜବତ କରିଛି।  ଏଥିରେ ପୁରୀ କୁମ୍ଭାରପଡ଼ା ଥାନାର ଏସ୍‌ଆଇ ଦିବ୍ୟରଂଜନ ପଣ୍ଡା ମଧ୍ୟ ସାମାନ୍ୟ ଆହତ ହୋଇଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story