ଚାଞ୍ଚଲ୍ୟ: ଜଳି ଗଲା ଚଳନ୍ତା ବାଇକ୍‌! ୩ ଜୀବନ୍ତ ଦଗ୍ଧ

ରାଇରଙ୍ଗପୁର (ଓଡ଼ିଶା ରିପୋର୍ଟର): ରାସ୍ତା ମଝିରେ ଜୀବନ୍ତ ଜଳିଗଲେ ୩ ଯୁବକ। ଦୁର୍ଘଟଣା ପରେ ବାଇକ୍‌ରେ ନିଆଁ ଲାଗି ଯିବାରୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଦେଇ ଯାଇଥିବା ଏନ୍‌ଏଚ୍‌-୪୯ର କଟାସ ଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ। ଆଜି ରାତିରେ ରାସ୍ତାରେ ନିଆଁ ଜଳୁଥିବା ଆଖପାଖ ଗାଁ ଲୋକେ ଦେଖିବାକୁ ପାଇଥିଲେ। ପରେ ଏନେଇ ପୋଲିସ ଓ ଅଗ୍ନିଶମ […]

bike accident in baripada

bike accident in baripada

Rakesh Mallick
  • Published: Saturday, 27 January 2018
  • Updated: 27 January 2018, 10:37 PM IST

Sports

Latest News

ରାଇରଙ୍ଗପୁର (ଓଡ଼ିଶା ରିପୋର୍ଟର): ରାସ୍ତା ମଝିରେ ଜୀବନ୍ତ ଜଳିଗଲେ ୩ ଯୁବକ। ଦୁର୍ଘଟଣା ପରେ ବାଇକ୍‌ରେ ନିଆଁ ଲାଗି ଯିବାରୁ ଯୁବକଙ୍କ ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୟୂରଭଞ୍ଜ ଜିଲ୍ଲା ବିଶୋଇ ଥାନା ଦେଇ ଯାଇଥିବା ଏନ୍‌ଏଚ୍‌-୪୯ର କଟାସ ଗାଁ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରି ନାହିଁ।

ଆଜି ରାତିରେ ରାସ୍ତାରେ ନିଆଁ ଜଳୁଥିବା ଆଖପାଖ ଗାଁ ଲୋକେ ଦେଖିବାକୁ ପାଇଥିଲେ। ପରେ ଏନେଇ ପୋଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ। ଅଗ୍ନିଶମ ବିଭାଗ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ନିଆଁ ଆୟତ୍ତ କରିଥିଲେ। ନିଆଁରେ ପୋଡ଼ି ହୋଇ ଘଟଣାସ୍ଥଳରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଦୁଇ ଜଣଙ୍କୁ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେମାନଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story