ଗଛରେ ପିଟିହେଲା ବାଇକ୍‌, ଦୁଇ ଯୁବକଙ୍କ ମୃତ୍ୟୁ

ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନ ସୋଲ୍‌ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଯାତ୍ରା ଦେଖି ଫେରୁଥିବା ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ। କୁସୁମ ଡିହି ଗାଁର ରମେଶ କିଶାନ ଓ ରଞ୍ଜିତ କିଶାନ ବାଇକ୍‌ରେ ସୋଲକୁ ଯାତ୍ରା ଦେଖିବାକୁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଗୁରୁଣ୍ଡିଆ ଥାନା ସୋଲ ରାସ୍ତା ପାର୍ଶ୍ୱ ଗଛରେ ପିଟି ହୋଇଯାଇଥିଲେ। ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ […]

bike-accident

bike-accident

Manoranjan Sial
  • Published: Sunday, 03 July 2022
  • Updated: 03 July 2022, 10:05 PM IST

Sports

Latest News

ବଣାଇ(ରଞ୍ଜିତ ଚୌଧୁରୀ): ସୁନ୍ଦରଗଡ଼ ଜିଲ୍ଲା ଗୁରୁଣ୍ଡିଆ ଥାନ ସୋଲ୍‌ ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଫଳରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଯାତ୍ରା ଦେଖି ଫେରୁଥିବା ଭାରସାମ୍ୟ ହରାଇ ଗଛରେ ପିଟି ହୋଇଯାଇଥିଲେ।

କୁସୁମ ଡିହି ଗାଁର ରମେଶ କିଶାନ ଓ ରଞ୍ଜିତ କିଶାନ ବାଇକ୍‌ରେ ସୋଲକୁ ଯାତ୍ରା ଦେଖିବାକୁ ଯାଇଥିଲେ। ସେଠାରୁ ଫେରୁଥିବା ବେଳେ ଗୁରୁଣ୍ଡିଆ ଥାନା ସୋଲ ରାସ୍ତା ପାର୍ଶ୍ୱ ଗଛରେ ପିଟି ହୋଇଯାଇଥିଲେ। ଘଟଣା ସ୍ଥଳରେ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକ ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ସ୍ଥାନୀୟ ମେଡିକାଲ୍‌ରେ ଭର୍ତ୍ତି କରିଥିଲେ। ସେଠାରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ।

ସେହିପରି ମହୁଲପଦା ଥନା ଅନ୍ତର୍ଗତ ଜାଙ୍ଗଳା ଶବରା ନିକଟରେ କାର ଓଲଟି ପଡ଼ିବାରୁ ଗୋଟିଏ ପାରିବାର ୪ ଜଣ ଆହତ ହୋଇଥିଲେ।  ସମସ୍ତଙ୍କୁ ଉଦ୍ଧାର କରାଯାଇ ବଣାଇ ମେଡିକାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ ସେମାନଙ୍କ ଭିତରୁ ଦୁଇ ଜଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ରାଉରକେଲାକୁ ସ୍ଥାନାନ୍ତରିତ କରାଯାଇଛି। ଆହତମାନେ ରାଉରକେଲା ଛେଣ୍ଡ କଲୋନୀର ବୋଲି ଜଣାପଡିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story