ଗଛରେ ପିଟିହେଲା ବାଇକ୍‌, ଚାଲିଗଲା ଯୁବକଙ୍କ ଜୀବନ

ଯାଜପୁର (ଅଭୟ ପତି): ରାସ୍ତା ପାର୍ଶ୍ୱ ଗଛରେ ପିଟିହେଲା ବାଇକ୍‌। ଘଟଣାସ୍ଥଳରେ ରିଜର୍ଭ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ପୁଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଧନପୁର ଛକ ନିକଟରେ ଘଟିଛି। ରିଜର୍ଭ ପୁଲିସ କର୍ମଚାରୀ ସମୀର ପ୍ରଧାନା ଓ ଟମକା ଥାନାର କର୍ମଚାରୀ ପ୍ରଭାତ ଅମାନ୍ତ ପାଣିକୋଇଲିରୁ ଏକ ମୋଟର ସାଇକେଲରେ […]

Bike-Accident

Bike-Accident

Manoranjan Sial
  • Published: Saturday, 28 August 2021
  • Updated: 28 August 2021, 08:48 PM IST

ଯାଜପୁର (ଅଭୟ ପତି): ରାସ୍ତା ପାର୍ଶ୍ୱ ଗଛରେ ପିଟିହେଲା ବାଇକ୍‌। ଘଟଣାସ୍ଥଳରେ ରିଜର୍ଭ ପୁଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ପୁଲିସ କର୍ମଚାରୀ ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଆଜି ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଯାଜପୁର ଜିଲ୍ଲା ପାଣିକୋଇଲି ଥାନା ଧନପୁର ଛକ ନିକଟରେ ଘଟିଛି।

ରିଜର୍ଭ ପୁଲିସ କର୍ମଚାରୀ ସମୀର ପ୍ରଧାନା ଓ ଟମକା ଥାନାର କର୍ମଚାରୀ ପ୍ରଭାତ ଅମାନ୍ତ ପାଣିକୋଇଲିରୁ ଏକ ମୋଟର ସାଇକେଲରେ ଯାଉଥିଲେ। ତେବେ ଧନପୁର ଛକରେ ବାଇକଟି ଭାରସାମ୍ୟ ହରାଇ ରାସ୍ତା କଡରେ ଥିବା ଗଛରେ ପିଟି ହୋଇଯାଇଥିଲା। ଫଳରେ ଘଟଣା ସ୍ଥଳରେ ରିଜର୍ଭ ପୁଲିସ କର୍ମଚାରୀ ସମୀର ପ୍ରଧାନଙ୍କର ମୃତ୍ୟୁ ଘଟିଥିଲା। ବାଇକ୍‌ ପଛରେ ବସିଥିବା ପ୍ରଭାତ ଅମାନ୍ତ ଗୁରୁତର ଆହତ ହୋଇଥିଲେ।

ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପାଣିକୋଇଲି ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ପ୍ରଭାତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରିଛି। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଉଦ୍‌ବେଗଜନକ ରହିଛି। ସେପଟେ ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story