ରାସ୍ତାରେ ଚାଲିଗଲା ଦୁଇ ଯୁବକଙ୍କ ପ୍ରାଣ

କଳାହାଣ୍ଡି (ରାଜକୁମାର ସିଂହଦେଓ): ବାଇକକୁ ପିଟିଦେଲା ଟ୍ରକ୍। ରାସ୍ତାରେ ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ। ଆଜି ଏମିତି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କଳାହାଣ୍ଡି ଜିଲ୍ଲାର କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ତୁର୍କେଲ ବ୍ରିଜ ନିକଟରେ ଘଟିଛି। ବଲାଙ୍ଗିର ଜିଲ୍ଲା ତୁରେକେଲାର ମଦନ ବେହେରା ଓ ଭାଲୁମୁଣ୍ଡାର ଅନିରୁଦ୍ଧ ମେହେର ବାଇକରେ ଯାଉଥିବା ସମୟରେ ତୁର୍କେଲ ବ୍ରିଜ ନିକଟରେ ଏକ ଟ୍ରକ୍ ସେମାନଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍ ଚାଳକ ମଦନ ବେହେରାଙ୍କ ମୃତ୍ୟୁ […]

kalahandi

kalahandi

Manoranjan Sial
  • Published: Monday, 15 July 2019
  • Updated: 15 July 2019, 05:12 PM IST

Sports

Latest News

କଳାହାଣ୍ଡି (ରାଜକୁମାର ସିଂହଦେଓ): ବାଇକକୁ ପିଟିଦେଲା ଟ୍ରକ୍। ରାସ୍ତାରେ ଚାଲିଗଲା ଦୁଇ ବାଇକ୍ ଆରୋହୀଙ୍କ ଜୀବନ। ଆଜି ଏମିତି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କଳାହାଣ୍ଡି ଜିଲ୍ଲାର କର୍ଲାପଡ଼ା ଫାଣ୍ଡି ଅନ୍ତର୍ଗତ ତୁର୍କେଲ ବ୍ରିଜ ନିକଟରେ ଘଟିଛି।

ବଲାଙ୍ଗିର ଜିଲ୍ଲା ତୁରେକେଲାର ମଦନ ବେହେରା ଓ ଭାଲୁମୁଣ୍ଡାର ଅନିରୁଦ୍ଧ ମେହେର ବାଇକରେ ଯାଉଥିବା ସମୟରେ ତୁର୍କେଲ ବ୍ରିଜ ନିକଟରେ ଏକ ଟ୍ରକ୍ ସେମାନଙ୍କ ବାଇକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ବାଇକ୍ ଚାଳକ ମଦନ ବେହେରାଙ୍କ ମୃତ୍ୟୁ ଘଟିଥିଲା। ଅନିରୁଦ୍ଧ ମେହେରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଭବାନୀପାଟଣା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା।

ଏହି ରାସ୍ତାରେ ବଡ଼ବଡ଼ ଖାଲ ହୋଇଥିବାରୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଏହାକୁ ନେଇ ଦୁର୍ଘଟଣା ସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଓ ରାସ୍ତା ମରାମତି କରିବା ଦାବିରେ ଉତ୍ତ୍ୟକ୍ତ ଲୋକେ ଭବାନୀପାଟଣା-ଖଡ଼ିଆଳ ରାସ୍ତାକୁ ଅବରୋଧ କରିଥିଲେ। ଫଳରେ ଗାଡ଼ି ଚଳାଚଳ ବ୍ୟାଘାତ ଘଟିଥିଲା। କର୍ଲାପଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଟ୍ରକ୍ ଡ୍ରାଇଭର ଓ ହେଲ୍ପରଙ୍କୁ ଅଟକ ରଖି ପଚରାଉଚରା କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story