ବାଲେଶ୍ୱର(ରଞ୍ଜିତ ପାକଳ): ବାଲେଶ୍ୱର ଜିଲ୍ଲାରେ ବଡ଼ ଧରଣର ଦୁର୍ଘଟଣା। ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର ସେରଗଡ଼ ଫାଣ୍ଡି ସମ୍ମୁଖରେ ଟ୍ରେଲର ପଛପଟେ ଏକ ବାଇକ୍ ପିଟି ହୋଇ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଭଦ୍ରକ ଜିଲ୍ଲା ଚରମ୍ପା ଅଂଚଳର ସୌମରଞ୍ଜନ।
ସୂଚନା ଅନୁସାରେ ସୌମ୍ୟରଞ୍ଜନ ଆଜି ସକାଳେ ଏକ ବାଇକ୍ ଯୋଗେ ବାଲେଶ୍ୱରରୁ ଭଦ୍ରକ ଯାଉଥିବାବେଳେ ସେରଗଡ଼ ଟୋଲଗେଟ୍ ପୂର୍ବରୁ ଏକ ଟ୍ରେଲରକୁ ପଛପଟେ ପିଟି ହୋଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ପରେ ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇବା ସହ ଟ୍ରେଲର୍ ଓ ବାଇକ ଜବତ କରି ତଦନ୍ତ କରୁଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ରୁବେନଙ୍କୁ ନେଇ ବିଜେଡିରେ ଭିନ୍ନମତ: ବର୍ଷିଲେ ଅରୁଣ-ଅତନୁ, ପ୍ରସନ୍ନ କରିଥିଲେ ପ୍ରଶଂସା
ରୁବେନଙ୍କ ପୁସ୍ତକର ସଂଶୋଧିତ ସଂସ୍କରଣ ଗତ ଦୁଇଦିନ ତଳେ ଉନ୍ମୋଚନ ହେବା ପରଠୁ ରାଜନୀତିକ ଉଷ୍ମତା ଲାଗି ରହିଛି ।
Politics
କାହା ‘ପାପ’ ଧୋଇବାକୁ ନିର୍ବାଚନ ଆୟୋଗଙ୍କୁ ଦୋଷ ଦେଲେ ପାଣ୍ଡିଆନମାର୍କା ନେତା: ଆବଶ୍ୟକତା ନା ବାଧ୍ୟବାଧକତା?
ନିର୍ବାଚନ ଆୟୋଗଙ୍କ ନିର୍ବାଚନୀ ପରିଚାଳନାଗତ ତ୍ରୁଟି ଯୋଗୁ ବିଜେଡି ପରାଜିତ ହୋଇଛି ବୋଲି ସନ୍ଦେଶ ଦେବାକୁ ପ୍ରୟାସ ଆରମ୍ଭ ହୋଇଛି। ନିର୍ବାଚନ କମିଶନଙ୍କୁ ଭେଟି ଓଡ଼ିଶାରେ ତ୍ରୁଟିପୂର୍ଣ୍ଣ ନିର୍ବାଚନୀ ପରିଚାଳନାର ଅଭିଯୋଗ କରିଛି ଦଳ।
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।