ଟ୍ରେଲରକୁ ପିଟି ବାଇକ୍‌ ଆରୋହୀଙ୍କ ମୃତ୍ୟୁ

ବାଲେଶ୍ୱର(ରଞ୍ଜିତ ପାକଳ): ବାଲେଶ୍ୱର ଜିଲ୍ଲାରେ ବଡ଼ ଧରଣର ଦୁର୍ଘଟଣା। ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର ସେରଗଡ଼ ଫାଣ୍ଡି ସମ୍ମୁଖରେ ଟ୍ରେଲର ପଛପଟେ ଏକ ବାଇକ୍‌ ପିଟି ହୋଇ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଭଦ୍ରକ ଜିଲ୍ଲା ଚରମ୍ପା ଅଂଚଳର ସୌମରଞ୍ଜନ। ସୂଚନା ଅନୁସାରେ ସୌମ୍ୟରଞ୍ଜନ ଆଜି ସକାଳେ ଏକ  ବାଇକ୍‌ ଯୋଗେ ବାଲେଶ୍ୱରରୁ ଭଦ୍ରକ ଯାଉଥିବାବେଳେ ସେରଗଡ଼ ଟୋଲଗେଟ୍ ପୂର୍ବରୁ ଏକ ଟ୍ରେଲରକୁ ପଛପଟେ ପିଟି ହୋଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। […]

bike

bike

Tapas Behera
  • Published: Sunday, 21 April 2019
  • Updated: 21 April 2019, 06:16 PM IST

Sports

Latest News

ବାଲେଶ୍ୱର(ରଞ୍ଜିତ ପାକଳ): ବାଲେଶ୍ୱର ଜିଲ୍ଲାରେ ବଡ଼ ଧରଣର ଦୁର୍ଘଟଣା। ଜିଲ୍ଲାର ୧୬ ନମ୍ବର ଜାତୀୟ ରାଜପଥର ସେରଗଡ଼ ଫାଣ୍ଡି ସମ୍ମୁଖରେ ଟ୍ରେଲର ପଛପଟେ ଏକ ବାଇକ୍‌ ପିଟି ହୋଇ ଆରୋହୀଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ ଭଦ୍ରକ ଜିଲ୍ଲା ଚରମ୍ପା ଅଂଚଳର ସୌମରଞ୍ଜନ।

ସୂଚନା ଅନୁସାରେ ସୌମ୍ୟରଞ୍ଜନ ଆଜି ସକାଳେ ଏକ  ବାଇକ୍‌ ଯୋଗେ ବାଲେଶ୍ୱରରୁ ଭଦ୍ରକ ଯାଉଥିବାବେଳେ ସେରଗଡ଼ ଟୋଲଗେଟ୍ ପୂର୍ବରୁ ଏକ ଟ୍ରେଲରକୁ ପଛପଟେ ପିଟି ହୋଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା। ପରେ ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ମୃତଦେହକୁ ବ୍ୟବଛେଦ ପାଇଁ ପଠାଇବା ସହ ଟ୍ରେଲର୍ ଓ ବାଇକ ଜବତ କରି ତଦନ୍ତ କରୁଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story