ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସର୍ବଭାରତୀୟ ଏମ୍ସ ପିଜି ପ୍ରବେଶିକା ପରୀକ୍ଷାରେ ଭୁବନେଶ୍ୱର ଏମ୍ସ ବାଜିମାତ୍ କରିଛି। ଏମ୍ବିବିଏସ୍ ଛାତ୍ରୀ ବିନୀତା କେ ଟପ୍ପର ହୋଇଛନ୍ତି।
ଏଥିସହ ଏମ୍ସର ୬ଜଣ ଛାତ୍ରଛାତ୍ରୀ ଶ୍ରେଷ୍ଠ ୧୦୦ଜଣଙ୍କ ମଧ୍ୟରେ ସ୍ଥାନ ପାଇଛନ୍ତି। ୭୪ଜଣଙ୍କୁ ରାଙ୍କ ମିଳିଛି। ଏମ୍ସ ପ୍ରବେଶିକା ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀମାନଙ୍କୁ ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶିକା ଶୁଭେଚ୍ଛା ଜଣାଇଛନ୍ତି।
ଏମ୍ସ ପିଜି ପ୍ରବେଶିକା ପରୀକ୍ଷାରେ ଟପ୍ପର ହୋଇଥିବା ବିନୀତା କେ କହିଛନ୍ତି, “ରାଙ୍କ ଆଣିବା ପାଇଁ ପଢ଼ନ୍ତୁ ନାହିଁ। ଜଣେ ଭଲ ଡାକ୍ତର ହେବା ପାଇଁ ପଢ଼ନ୍ତୁ। ପରିଶ୍ରମ କରନ୍ତୁ ଓ ନିଜ ଉପରେ ବିଶ୍ୱାସ ରଖନ୍ତୁ, ସଫଳତା ନିଶ୍ଚୟ ମିଳିବ।”
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ମହାନଦୀକୁ ଡେଇଁ ପଡ଼ିଲେ ଯୁବକ
ଆଜି ସକାଳେ ଯୁବକ ଜଣଙ୍କ ହଠାତ୍ ଭୂତମୁଣ୍ଡାଇ ପୋଲରୁ ମହାନଦୀକୁ ଡେଇଁ ପଡ଼ିଥିଲେ।
Politics
ସିଙ୍ଗାପୁର ଗସ୍ତରେ ମୁଖ୍ୟମନ୍ତ୍ରୀ; କହିଲେ- ଓଡ଼ିଶା ପାଲଟିବ ଶିଳ୍ପପତିଙ୍କ ପ୍ରଥମ ପସନ୍ଦ
ଓଡ଼ିଶାକୁ ବିଦେଶରୁ ଆସିବ ନିବେଶ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
Miscellaneous
ଆଜିଠୁ ଭକ୍ତଙ୍କ ପାଇଁ ପୁଣି ଖୋଲିଲା ଶ୍ରୀମନ୍ଦିରର ୪ ଦ୍ୱାର
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ହୋଇଥିବା ନିଷ୍ପତ୍ତି ଅନୁସାରେ- ଆଜିଠୁ ୪ ଦ୍ୱାର ଦେଇ ସାଧାରଣ ଦର୍ଶନାର୍ଥୀ ପ୍ରବେଶ କରିବେ, କିନ୍ତୁ ୩ ଦ୍ୱାର ଦେଇ ପ୍ରସ୍ଥାନ କରିବେ।
Miscellaneous
ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଆନ୍ଦୋଳନ ମନା, ଆଉ ୬ମାସ ବଢ଼ିଲା ଏସ୍ମା ଅବଧି
ଓଡ଼ିଶା ଅତ୍ୟାବଶ୍ୟକ ସେବା(ମେଂଟେନାନ୍ସ) ଆକ୍ଟ-୧୯୮୮(ଓଡ଼ିଶା ଆକ୍ଟ ୯,୧୯୯୯) -ଏସମାର ଧାରା ୩(୩)ରେ ପ୍ରଦତ୍ତ କ୍ଷମତାର ଉପଯୋଗ କରି ଏହି କଟକଣା ଅବଧିକୁ ନଭେମ୍ବର ୨୪ତାରିଖରୁ ଆଉ ୬ମାସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି ।