Bird-flu
Advertisment
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟର ପୋଲଟ୍ରି ସାଇନ୍ସ ବିଭାଗରେ ବାର୍ଡ ଫ୍ଲୁ ସଂକ୍ରମଣ ହୋଇଥିବା ଆଶଙ୍କା କରାଯାଉଛି।
Advertisment
ସେଠାରେ ଥିବା ଫାର୍ମରେ କୁକୁଡ଼ାଗୁଡ଼ିକୁ ଗାତ ଖୋଳି ପୋତିଦେବା ପାଇଁ ପ୍ରୟାସ ଆରମ୍ଭ ହୋଇଛି।
ଏ ସମ୍ପର୍କରେ ଓୟୁଏଟି କର୍ତ୍ତୃପକ୍ଷ ସରକାରଙ୍କୁ ଅବଗତ କରାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ଏଠାରେ କିଛି କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us/odisha-reporter/media/post_attachments/uploads/2020/01/Bird-flu.jpg)