ରାଜଧାନୀରେ ବାର୍ଡ ଫ୍ଲୁ!
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟର ପୋଲଟ୍ରି ସାଇନ୍ସ ବିଭାଗରେ ବାର୍ଡ ଫ୍ଲୁ ସଂକ୍ରମଣ ହୋଇଥିବା ଆଶଙ୍କା କରାଯାଉଛି। ସେଠାରେ ଥିବା ଫାର୍ମରେ କୁକୁଡ଼ାଗୁଡ଼ିକୁ ଗାତ ଖୋଳି ପୋତିଦେବା ପାଇଁ ପ୍ରୟାସ ଆରମ୍ଭ ହୋଇଛି। ଏ ସମ୍ପର୍କରେ ଓୟୁଏଟି କର୍ତ୍ତୃପକ୍ଷ ସରକାରଙ୍କୁ ଅବଗତ କରାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ଏଠାରେ କିଛି କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା।
ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା କୃଷି ବୈଷୟିକ ବିଶ୍ୱବିଦ୍ୟାଳୟର ପୋଲଟ୍ରି ସାଇନ୍ସ ବିଭାଗରେ ବାର୍ଡ ଫ୍ଲୁ ସଂକ୍ରମଣ ହୋଇଥିବା ଆଶଙ୍କା କରାଯାଉଛି।
ସେଠାରେ ଥିବା ଫାର୍ମରେ କୁକୁଡ଼ାଗୁଡ଼ିକୁ ଗାତ ଖୋଳି ପୋତିଦେବା ପାଇଁ ପ୍ରୟାସ ଆରମ୍ଭ ହୋଇଛି।
ଏ ସମ୍ପର୍କରେ ଓୟୁଏଟି କର୍ତ୍ତୃପକ୍ଷ ସରକାରଙ୍କୁ ଅବଗତ କରାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ ଗତ କିଛି ଦିନ ତଳେ ଏଠାରେ କିଛି କୁକୁଡ଼ାଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଥିଲା।