ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ନେଇ କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ଭେଙ୍କେୟା ନାଇଡୁଙ୍କ ସହ ଆଲୋଚନା କଲେ ରାଜ୍ୟ ନଗର ଉନ୍ନୟନ ମନ୍ତ୍ରୀ

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ନିର୍ମାଣ ଭବନରେ କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ଭେଙ୍କେୟା ନାଇଡୁଙ୍କୁ ନଗର ଉନ୍ନୟନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ ସୋମବାର ଭେଟି ରାଜ୍ୟର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଆଲୋଚନାରେ ବିଆରଟିଏସ୍ ଓ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଆରଟିଏସରେ ଭୁବନେଶ୍ୱରକୁ ସାମିଲ ସହ ସ୍ୱଚ୍ଛ ଭାରତ ମିଶନରେ କାର୍ଯ୍ୟକାରୀ ହେଉଥିବା ଆଇଏଚଏଲଏଲ୍ ଯୋଜନାରେ ଶୌଚାଳୟ ନିର୍ମାଣ ପାଇଁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ଅର୍ଥ ମଞ୍ଜୁର […]

jjjjjjjjjjjjjjj

Rakesh Mallick
  • Published: Tuesday, 24 November 2015
  • , Updated: 24 November 2015, 08:19 AM IST

ନୂଆଦିଲ୍ଲୀ/ଭୁବନେଶ୍ୱର: ନୂଆଦିଲ୍ଲୀ ସ୍ଥିତ ନିର୍ମାଣ ଭବନରେ କେନ୍ଦ୍ର ସହରାଞ୍ଚଳ ବିକାଶ ମନ୍ତ୍ରୀ ଭେଙ୍କେୟା ନାଇଡୁଙ୍କୁ ନଗର ଉନ୍ନୟନ ମନ୍ତ୍ରୀ ପୁଷ୍ପେନ୍ଦ୍ର ସିଂହଦେଓ ସୋମବାର ଭେଟି ରାଜ୍ୟର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ଆଲୋଚନାରେ ବିଆରଟିଏସ୍ ଓ ସ୍ୱଚ୍ଛ ଭାରତ ମିଶନ କାର୍ଯ୍ୟକାରିତା ଉପରେ ଗୁରୁତ୍ୱ ଦିଆଯାଇଥିଲା। ବିଆରଟିଏସରେ ଭୁବନେଶ୍ୱରକୁ ସାମିଲ ସହ ସ୍ୱଚ୍ଛ ଭାରତ ମିଶନରେ କାର୍ଯ୍ୟକାରୀ ହେଉଥିବା ଆଇଏଚଏଲଏଲ୍ ଯୋଜନାରେ ଶୌଚାଳୟ ନିର୍ମାଣ ପାଇଁ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ଅର୍ଥ ମଞ୍ଜୁର ଲାଗି ନଗର ଉନ୍ନୟନ ମନ୍ତ୍ରୀ ଦାବି କରିଛନ୍ତି। ସେହିପରି ଏନୟୁଏଲଏମ ଯୋଜନାରେ ରାଜ୍ୟର ୩୩ଟି ସହର ଅନ୍ତର୍ଭୁକ୍ତ ହୋଇଥିବା ବେଳେ ଅନ୍ୟ ୭୭ଟି ସହରକୁ ସାମିଲ ପାଇଁ ସେ ଦାବି କରିଛନ୍ତି।

Related story