ପାଟକୁରା ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ନିଯୁକ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଟକୁରା ବିଧାନସଭା ପାଇଁ ଭୋଟଗ୍ରହଣ ଆଉ ମାତ୍ର ୮ଦିନ ଥିବାବେଳେ ବିଜେଡି ପ୍ରଥମେ ନିଜର ଦଳୀୟ ନେତାମାନଙ୍କୁ ସନ୍ତୁଷ୍ଟ କରିବାରେ ଲାଗିଛି। କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କୁ ବିଜେଡି ପାଟକୁରା ବିଧାନସଭା ନିର୍ବାଚନ ପାଇଁ ସଂଯୋଜକ ଭାବେ ନିଯୁକ୍ତି ଦେଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିଯୁକ୍ତି ଦେଇଥିବା ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି। ଉଲ୍ଲେଖଯୋଗ୍ୟ, କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଶ୍ରୀ […]

bjd-appoints-former-mla-as-election-coordinator-in-patkura

Manoranjan Sial
  • Published: Friday, 12 July 2019
  • Updated: 12 July 2019, 08:58 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପାଟକୁରା ବିଧାନସଭା ପାଇଁ ଭୋଟଗ୍ରହଣ ଆଉ ମାତ୍ର ୮ଦିନ ଥିବାବେଳେ ବିଜେଡି ପ୍ରଥମେ ନିଜର ଦଳୀୟ ନେତାମାନଙ୍କୁ ସନ୍ତୁଷ୍ଟ କରିବାରେ ଲାଗିଛି। କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡ଼ାଙ୍କୁ ବିଜେଡି ପାଟକୁରା ବିଧାନସଭା ନିର୍ବାଚନ ପାଇଁ ସଂଯୋଜକ ଭାବେ ନିଯୁକ୍ତି ଦେଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ନିଯୁକ୍ତି ଦେଇଥିବା ଦଳର ସାଧାରଣ ସମ୍ପାଦକ ବିଜୟ ନାୟକ ସୂଚନା ଦେଇଛନ୍ତି।

ଉଲ୍ଲେଖଯୋଗ୍ୟ, କେନ୍ଦ୍ରାପଡ଼ାର ପୂର୍ବତନ ବିଧାୟକ ଶ୍ରୀ ପରିଡ଼ା ଗତ ଏପ୍ରିଲ ମାସରେ ବିଜେପି ଛାଡ଼ି ବିଜେଡିରେ ଯୋଗ ଦେଇଥିଲେ। ୨୦୧୪ ସାଧାରଣ ନିର୍ବାଚନବେଳେ ଶ୍ରୀ ପରିଡ଼ା ଏନସିପି ଛାଡ଼ି ବିଜେପିରେ ସାମିଲ ହୋଇଥିଲେ। ପାଟକୁରା ବିଧାନସଭା ନିର୍ବାଚନ ଦାୟିତ୍ୱରେ ବିଜେଡି ନିଜର ୧୦ରୁ ଅଧିକ ମନ୍ତ୍ରୀ, ପ୍ରାୟ ୩୫ଜଣ ବିଧାୟକ ଓ ଅନ୍ୟ ରାଜ୍ୟସ୍ତରୀୟ ନେତାମାନଙ୍କୁ ଦାୟିତ୍ୱ ନ୍ୟସ୍ତ କରିଛି ଓ ସେମାନେ ପାଟକୁରାରେ ରହି ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରୁଥିବା ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story