ସୁବାସ ଚୌହାନଙ୍କୁ ୪ ଜିଲ୍ଲା ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲୋକସଭା ଟିକେଟ ନପାଇବାରୁ ବିଜେପି ଛାଡ଼ିଥିବା ସୁବାସ ଚୌହାନଙ୍କୁ ବିଜେଡି ଆଜି ସାଂଗଠନିକ ପଦପଦବୀରେ ଥଇଥାନ କରିଛି। ବିଜେଡିରେ ଯୋଗ ଦେବାର ୨୪ଘଣ୍ଟା ନପୁରୁଣୁ ବିଜେଡି ତାଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେବା ସହ କଳାହାଣ୍ଡି, ବରଗଡ଼, ବଲାଙ୍ଗିର ଓ ସମ୍ବଲପୁର ଜିଲ୍ଲାର ସହ-ପର୍ଯ୍ୟବେକ୍ଷକ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛି। ଗତକାଲି ଶ୍ରୀ ଚୌହାନ ବିଜେଡିରେ ସାମିଲ ହେବା ସମୟରେ ତାଙ୍କୁ ଦଳରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯିବ ବୋଲି […]

subashh

subashh

Hemant Lenka
  • Published: Thursday, 28 March 2019
  • Updated: 28 March 2019, 09:28 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଲୋକସଭା ଟିକେଟ ନପାଇବାରୁ ବିଜେପି ଛାଡ଼ିଥିବା ସୁବାସ ଚୌହାନଙ୍କୁ ବିଜେଡି ଆଜି ସାଂଗଠନିକ ପଦପଦବୀରେ ଥଇଥାନ କରିଛି। ବିଜେଡିରେ ଯୋଗ ଦେବାର ୨୪ଘଣ୍ଟା ନପୁରୁଣୁ ବିଜେଡି ତାଙ୍କୁ ଦଳର ରାଜ୍ୟ ସାଧାରଣ ସମ୍ପାଦକ ଭାବେ ନିଯୁକ୍ତି ଦେବା ସହ କଳାହାଣ୍ଡି, ବରଗଡ଼, ବଲାଙ୍ଗିର ଓ ସମ୍ବଲପୁର ଜିଲ୍ଲାର ସହ-ପର୍ଯ୍ୟବେକ୍ଷକ ଭାବେ କାର୍ଯ୍ୟ କରିବାକୁ ନିର୍ଦ୍ଦେଶ ଦେଇଛି।

ଗତକାଲି ଶ୍ରୀ ଚୌହାନ ବିଜେଡିରେ ସାମିଲ ହେବା ସମୟରେ ତାଙ୍କୁ ଦଳରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯିବ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକ ସୂଚନା ଦେଇଥିଲେ। ଆଜି ସୁବାସଙ୍କୁ ଏହି ସବୁ ଦାୟିତ୍ୱ ଦିଆଯାଇଛି ବୋଲି ବିଜେଡି ପକ୍ଷରୁ ଜାରି ପ୍ରେସ୍ ରିଲିଜରେ କୁହାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story