ବିଜେଡିରେ ବଡ଼ଧରଣ ପରିବର୍ତ୍ତନ, ଜାଣନ୍ତୁ  ସୌମ୍ୟ ପଟ୍ଟନାୟକଙ୍କୁ କେଉଁ ଦାୟିତ୍ୱ ମିଳିଲା

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):ବିଜୁ ଜନତା ଦଳରେ ଆଜି ବଡ଼ ଧରଣର ପରିବର୍ତ୍ତନ କରିଛନ୍ତି ଦଳ ସଭାପତି। ଦଳରେ କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି ସଭାପତି । ୮ ବରିଷ୍ଠ ଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସଂପାଦକ ନିଯୁକ୍ତି ହୋଇଛନ୍ତି। ବରିଷ୍ଟ ଉପସଭାପତି ଭାବେ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରସନ୍ନ ପାଟ୍ଟଶାଣୀ, ପ୍ରଫୁଲ୍ଲ ସାମଲ, ବିଜୟଶ୍ରୀ ରାଉତରାୟ, ଲାଲବିହାରୀ ହିମିରିକା, ଅନନ୍ତ ଦାସ ଏବଂ ବିମ୍ବାଧର କୁଅଁରଙ୍କୁ ବରିଷ୍ଠ ଉପସଭାପତି ପଦରେ ନିଯୁକ୍ତି ମିଳିଛି। ସେହିପରି ଉପସଭାପତି […]

790

790

Tapas Behera
  • Published: Wednesday, 01 July 2020
  • Updated: 01 July 2020, 04:42 PM IST

Sports

Latest News

ଭୁବନେଶ୍ୱର:(ଓଡ଼ିଶା ରିପୋର୍ଟର):ବିଜୁ ଜନତା ଦଳରେ ଆଜି ବଡ଼ ଧରଣର ପରିବର୍ତ୍ତନ କରିଛନ୍ତି ଦଳ ସଭାପତି। ଦଳରେ କାର୍ଯ୍ୟକର୍ତ୍ତା ନିଯୁକ୍ତ କରିଛନ୍ତି ସଭାପତି । ୮ ବରିଷ୍ଠ ଉପସଭାପତି, ୯ ଉପସଭାପତି, ଜଣେ ସାଧାରଣ ସଂପାଦକ ନିଯୁକ୍ତି ହୋଇଛନ୍ତି।

ବରିଷ୍ଟ ଉପସଭାପତି ଭାବେ ଅନଙ୍ଗ ଉଦୟ ସିଂଦେଓ, ପ୍ରସନ୍ନ ଆଚାର୍ଯ୍ୟ, ପ୍ରସନ୍ନ ପାଟ୍ଟଶାଣୀ, ପ୍ରଫୁଲ୍ଲ ସାମଲ, ବିଜୟଶ୍ରୀ ରାଉତରାୟ, ଲାଲବିହାରୀ ହିମିରିକା, ଅନନ୍ତ ଦାସ ଏବଂ ବିମ୍ବାଧର କୁଅଁରଙ୍କୁ ବରିଷ୍ଠ ଉପସଭାପତି ପଦରେ ନିଯୁକ୍ତି ମିଳିଛି। ସେହିପରି ଉପସଭାପତି ଭାବେ

ମଙ୍ଗଳା କିଷାନ, ସୌମ୍ୟରଂଜନ ପଟ୍ଟନାୟକ, ଦେବୀ ମିଶ୍ର ନିଯୁକ୍ତ, ବିକ୍ରମ ଆରୁଖ, ଉଷା ଦେବୀ, ପ୍ରମିଳା ମଲ୍ଲିକ, ବଦ୍ରି ପାତ୍ର, ପ୍ରଦୀପ କୁମାର ଅମାତ ଏବଂ ପଦ୍ମନାଭ ବେହେରା ନିଯୁକ୍ତି ପାଇଥିବା ବେଳେ ସଂଜୟ ଦାସବର୍ମାଙ୍କୁ ସାଧାରଣ ସଂପାଦକ ମୁଖ୍ୟାଳୟ ଭାବେ ନିଯୁକ୍ତି ଦିଆଯାଇଛି।

ପ୍ରଥମ ଥର ପାଇଁ ବିଜେଡିର ୯ ଉପସଭାପତିଙ୍କୁ ବିଭିନ୍ନ ଦାୟିତ୍ୱ ମିଳିଛି। ମଙ୍ଗଳା କିଷାନଙ୍କୁ ଜନଜାତି ସଶକ୍ତୀକରଣ ଓ ସଂଖ୍ୟାଲଘୁ ବ୍ୟାପାର ଦାୟିତ୍ୱ ମିଳିଥିବା ବେଳେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କୁ କଳା, ସଂସ୍କୃତି ଓ ମାନବ ସମ୍ବଳ ବିକାଶ ଦାୟିତ୍ୱ ମିଳିଛି। ଦେବୀ ମିଶ୍ରଙ୍କୁ ଓଡ଼ିଶା ମୋ ପରିବାର ଦାୟିତ୍ୱ, ବିକ୍ରମ ଆରୁଖ- ପରିବେଶ ଦାୟିତ୍ୱ ଦେଇଛି ଦଳ।

ସେହିଭଳି ଉଷା ଦେବୀଙ୍କୁ ସାମାଜିକ ମଙ୍ଗଳ, ପ୍ରମିଳା ମଲ୍ଲିକଙ୍କୁ ମହିଳା ସଶକ୍ତୀକରଣ, ବଦ୍ରି ପାତ୍ରଙ୍କୁ ଆଞ୍ଚଳିକ ଉନ୍ନୟନ, ପ୍ରଦୀପ ଅମାତଙ୍କୁ ସଶକ୍ତ ଓଡ଼ିଶା ଦାୟିତ୍ୱ ଓ ପଦ୍ମନାଭ ବେହେରାଙ୍କୁ ତଫସିଲଭୁକ୍ତ ଜାତି ସଶକ୍ତୀକରଣ ଦାୟିତ୍ୱ ମିଳିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story