ଆପତ୍ତି ଉଠାଇଲେ ଲେଖାଶ୍ରୀ, ଏଲିନା କହିଲେ ସହିପାରୁ ନାହାନ୍ତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣକୁ ନେଇ ବିଜେପି ଆପତ୍ତି ଉଠାଇବା ପରେ କାଉଣ୍ଟର କରିଛି ବିଜେଡି। ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାର ଉଠାଇଥିବା ଅଭିଯୋଗ ଉପରେ ବିଜେଡି ନେତ୍ରୀ ଏଲିନା ଦାସ ଜବାବ ରଖିଛନ୍ତି।  ସାମ୍ବିଧାନିକ ବ୍ୟବସ୍ଥା ସତ୍ୱେ ରାଜ୍ୟ ସରକାର ଓବିସି ବର୍ଗ ତଥା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ […]

9kl

9kl

Tapas Behera
  • Published: Tuesday, 29 December 2020
  • Updated: 29 December 2020, 05:49 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷାରେ ସ୍ଥାନ ସଂରକ୍ଷଣକୁ ନେଇ ବିଜେପି ଆପତ୍ତି ଉଠାଇବା ପରେ କାଉଣ୍ଟର କରିଛି ବିଜେଡି। ରାଜ୍ୟ ବିଜେପିର ସାଧାରଣ ସମ୍ପାଦିକା ଲେଖାଶ୍ରୀ ସାମନ୍ତ ସିଂହାର ଉଠାଇଥିବା ଅଭିଯୋଗ ଉପରେ ବିଜେଡି ନେତ୍ରୀ ଏଲିନା ଦାସ ଜବାବ ରଖିଛନ୍ତି।  ସାମ୍ବିଧାନିକ ବ୍ୟବସ୍ଥା ସତ୍ୱେ ରାଜ୍ୟ ସରକାର ଓବିସି ବର୍ଗ ତଥା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ଲୋକଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସମ୍ବିଧାନ ଅନୁମୋଦିତ ପଦକ୍ଷେପ କାହିଁକି ନେଉନାହାନ୍ତି ବୋଲି ରାଜ୍ୟ ବିଜେପି ସାଧାରଣ ସଂପାଦିକା ଡ.ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି ।

ସେ କହିଛନ୍ତି ଯେ, ମୋଦି ସରକାର ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗଙ୍କ ପାଇଁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୧୦ ପ୍ରତିଶତ ସଂରକ୍ଷଣର ବ୍ୟବସ୍ଥା କରିବା ପାଇଁ ଆଇନ ପ୍ରଣୟନ କରିଥିଲେ ମଧ୍ୟ ରାଜ୍ୟସରକାର ଏପର୍ଯ୍ୟନ୍ତ ଏହାକୁ କାର୍ଯ୍ୟକାରୀ କରିନାହାନ୍ତି । ତେବେ ଦେଖିବାକୁ ଗଲେ ଓଡିଶାର ସମସ୍ତ ସରକାରୀ ସ୍କୁଲରେ ଅଧିକାଂଶ ଓବିସି ତଥା ଆର୍ଥିକ ଦୃଷ୍ଟିରୁ ପଛୁଆ ବର୍ଗର ପରିବାରର ପିଲାମାନେ ମାନେ ହିଁ ପାଠ ପଢୁଛନ୍ତି । ଏ ସମ୍ବନ୍ଧରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୨୦୨୦ ମସିହା ଜାନୁଆରୀ ୧୫ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ରାଜ୍ୟରେ ଏହି ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ଅନୁରୋଧ କରିଥିଲେ । ଏହାକୁ ତୁରନ୍ତ କାର୍ଯ୍ୟକାରୀ କରିବା ପାଇଁ ରାଜ୍ୟ ସରକାର ବିଧାନସଭାରେ ବିଶେଷ ଅଧିବେଶନ ଡାକି ବିଲ୍ ପାସ କରି ଉପରୋକ୍ତ ଦୁଇଟି ବର୍ଗରେ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବା ପାଇଁ ଡ. ସାମନ୍ତସିଂହାର ଦାବି କରିଛନ୍ତି ।

ସମ୍ବିଧାନର ଧାରା ୧୫(୪) ଓ ୧୬(୪) ବଳରେ କେନ୍ଦ୍ର ସରକାର ଓବିସି ବର୍ଗଙ୍କୁ ଚାକିରି ଓ ଶିକ୍ଷା କ୍ଷେତ୍ରରେ ୨୭ ପ୍ରତିଶତ ସଂରକ୍ଷଣ ସୁବିଧା ଦେଇଛନ୍ତି । ଏହାକୁ ଉଚ୍ଚତମ ନ୍ୟାୟାଳୟ ମଧ୍ୟ ବୈଧ ଘୋଷଣା କରିଛନ୍ତି । ମାତ୍ର ଦେଶରେ ଦୀର୍ଘ ୩୦ ବର୍ଷ ଧରି ଏହା ଲାଗୁ ହେଲା ପରେ ମଧ୍ୟ ଓଡିଶା ସରକାର ଓବିସିଙ୍କୁ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଓ ଏସଇବିସିଙ୍କୁ ଶିକ୍ଷା କ୍ଷେତ୍ରରେ କ’ଣ ପାଇଁ ସଂରକ୍ଷଣ ଦେଉନାହାନ୍ତି ବୋଲି ଲେଖାଶ୍ରୀ ପ୍ରଶ୍ନ କରିଛନ୍ତି।

ଦେଶର ସବୁ ରାଜ୍ୟ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଅନ୍ୟୁନ ୨୭ ପ୍ରତିଶତ ସଂରକ୍ଷଣ ଲାଗୁ କରିଥିବା ବେଳେ କର୍ଣ୍ଣାଟକ, ତାମିଲନାଡୁ, କେରଳ ଓ ବିହାର ଆଦି ରାଜ୍ୟ ସେସବୁ ରାଜ୍ୟ ଗୁଡିକରେ ଏହି ବର୍ଗର ଗୁଡିକର ଜନସଂଖ୍ୟାରେ ଅଧିକ ଭାଗ କାରଣରୁ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିଛନ୍ତି । ତାମିଲନାଡୁ ଭଳି ରାଜ୍ୟରେ ୫୯ ପ୍ରତିଶତ ସ୍ଥାନ ସଂରକ୍ଷିତ ଥିବା ବେଳେ ଏଥିରୁ ୫୦ପ୍ରତିଶତ ପଛୁଆ ବର୍ଗ ପାଇଁ ସଂରକ୍ଷିତ ରହିଛି । ମାତ୍ର ଓଡିଶା ଜନସଂଖ୍ୟାରେ ଓବିସି ଓ ଏସଇବିସି ସଂଖ୍ୟା ଯଥେଷ୍ଟ ଅଧିକ ଥିବାବେଳେ ଜନସଂଖ୍ୟା ଅନୁସାରେ ସେମାନେ ସଂରକ୍ଷଣ ସୁବିଧାରୁ କାହିଁକି ବଂଚିତ ରହିଛନ୍ତି ବୋଲି ଡ.ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି । ସୁପ୍ରିମକୋର୍ଟଙ୍କ ରାୟ ଅନୁସାରେ ଅଧିକ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ପ୍ରତିବନ୍ଧକ ନାହିଁ । ଇନ୍ଦ୍ରା ସ୍ୱହନୀ ଓ ଭାରତ ସରକାରଙ୍କ କେସ୍ ମାମଲାରେ ସୁପ୍ରିମକୋର୍ଟ ବିଶେଷ ପରିସ୍ଥିତିରେ ସ୍ଥାନ ସଂରକ୍ଷଣ ନିଦ୍ଦିଷ୍ଟ ସୀମା ଠାରୁ ଅଧିକ ହୋଇପାରିବ ବୋଲି ରାୟ ପ୍ରକାଶ କରିଥିଲେ ।  ମହାରାଷ୍ଟ୍ରରେ ବିଜେପି ସରକାର ଥିବା ବେଳେ ମରଠା କମ୍ୟୁନିଟି ପାଇଁ ୧୬ ପ୍ରତିଶତ ନିଯୁକ୍ତି ଓ ଶିକ୍ଷାରେ ବ୍ୟବସ୍ଥା କରିବା ପରେ ମହାରାଷ୍ଟ୍ରର ସ୍ଥାନ ସଂରକ୍ଷଣ ୬୩ ପ୍ରତିଶତକୁ ବୃଦ୍ଧି ପାଇଥିଲା ଓ ଏହା ମାନ୍ୟବର ବମ୍ବେ ହାଇକୋର୍ଟ ରାଜ୍ୟ ସରକାରଙ୍କର ସୀମା ଉପରେ

ବିଶେଷ କାରଣ ଯୋଗୁଁ ସଂରକ୍ଷଣ ବଢାଇବାର ଅଧିକାରକୁ ସମ୍ମତି ପ୍ରଦାନ କରିଥିଲେ । ରାଜ୍ୟରେ ୧୯୯୩ ମସିହା ଠାରୁ ଓଡିଶା ଷ୍ଟେଟ୍ କମିଶନ ଫର୍ ବ୍ୟାକୱାର୍ଡ କ୍ଲାସେସ୍ ଆକ୍ଟ ପାସ୍‌ ହେବା ପରେ ମଧ୍ୟ ଏହା କାର୍ଯ୍ୟକାରୀ ହୋଇନାହିଁ । ତୁରନ୍ତ ଏହି ବ୍ୟାକୱାର୍ଡ କ୍ଲାସ୍‌ କମିଶନ ଗଠନ କରି ବୈଜ୍ଞାନିକ ଓ ତଥ୍ୟ ସମ୍ବଳିତ ରିପୋର୍ଟ ଆଧାରରେ ଜନସଂଖ୍ୟ।ର ଭାଗ ଅନୁସାରେ ଅଧିକ ପ୍ରତିଶତ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ଅଧିକ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବା ପାଇଁ ଡ.ସାମନ୍ତସିଂହାର ଦାବି କରିଛନ୍ତି ।

ଅଧିକ ପଢନ୍ତୁ:  ପ୍ରଣବଙ୍କୁ ଉତ୍ତର ଦେଲେ ପ୍ରଦୀପ୍ତ; କହିଲେ-ମୁଖ୍ୟମନ୍ତ୍ରୀଙ୍କୁ ବୁଝାଇଦିଅ

ତେବେ ଏହାର ଜବାବରେ ଆଜି ବିଜେଡି ମୁଖପାତ୍ର ଏଲିନା ଦାସ ଏକ ସାମ୍ବାଦିକ ସମ୍ମିଳନୀ କରି କହିଛନ୍ତି ଯେ, ଏମିତି ଏକ ଐତିହାସିକ ନିଷ୍ପତିକୁ ବିଜେପି ଭଳି ଏକ ଜାତୀୟ ଦଳ ବିରୋଧ କରୁଛି କେମିତି ? ଆମକୁ ଲାଗୁଛି ଲେଖାଶ୍ରୀ ସାମନ୍ତ୍ର ସିଂହାରଙ୍କର ଏହା ଏକ ବ୍ୟକ୍ତିଗତ ମତ। ଆଗାମୀ ଦିନରେ ରାଜ୍ୟ ସରକାରଙ୍କ ନିଷ୍ପତି ଭାରତର ସବୁ ରାଜ୍ୟ ଗ୍ରହଣ କରିବେ  ଏବଂ ତାକୁ କାର୍ଯ୍ୟକାରୀ କରିବେ ବୋଲି ସେ କହିଛନ୍ତି। ରାଜ୍ୟ ସରକାରଙ୍କ ଏମିତି ଏକ ଜନହିତକର ନିଷ୍ପତିକୁ ନେଇ ଭାରତୀୟ ଜନତା ପାର୍ଟି ଭୟଭୀତ ହୋଇପଡ଼ିଛି ବୋଲି ସେ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story