Advertisment

ବାଲେଶ୍ୱର ସଦର ଓ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି

ଭୁବନେଶ୍ୱର(ଓଡିଶା ରିପୋର୍ଟର): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ତିର୍ତ୍ତୋଲ ପାଇଁ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରିଥିବାବେଳେ ବାଲେଶ୍ବର ସଦର ପାଇଁ ସ୍ବରୂପ ଦାସଙ୍କୁ ପ୍ରାର୍ଥୀ କରିଛି । ଗତକାଲି ବିଜେପି ପ୍ରାର୍ଥୀ ଘୋଷଣା କରିଥିଲା। ବିଜେପି ତରଫରୁ ବାଲେଶ୍ୱର ସଦରର ପ୍ରାର୍ଥୀ ହୋଇଛନ୍ତି ମାନସ କୁମାର ଦତ୍ତ । ସେହିପରି […]

ଅଦ୍ୟତନ ହୋଇଛି
୨୦୧୯-୨୦ରେ ବିଜେଡି କେତେ ରାଜନୀତିକ ଚାନ୍ଦା ପାଇଛି?

bjd

Advertisment

ଭୁବନେଶ୍ୱର(ଓଡିଶା ରିପୋର୍ଟର): ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଉପନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ବାଲେଶ୍ୱର ସଦର ଓ ତିର୍ତ୍ତୋଲ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି । ତିର୍ତ୍ତୋଲ ପାଇଁ ବିଜୟ ଶଙ୍କର ଦାସଙ୍କୁ ପ୍ରାର୍ଥୀ କରିଥିବାବେଳେ ବାଲେଶ୍ବର ସଦର ପାଇଁ ସ୍ବରୂପ ଦାସଙ୍କୁ ପ୍ରାର୍ଥୀ କରିଛି ।

Advertisment

ଗତକାଲି ବିଜେପି ପ୍ରାର୍ଥୀ ଘୋଷଣା କରିଥିଲା। ବିଜେପି ତରଫରୁ ବାଲେଶ୍ୱର ସଦରର ପ୍ରାର୍ଥୀ ହୋଇଛନ୍ତି ମାନସ କୁମାର ଦତ୍ତ । ସେହିପରି ତିର୍ତ୍ତୋଲ ପାଇଁ ବିଜେପି ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରିଛି ସୂଚନାଯୋଗ୍ୟ, ନଭେମ୍ବର ତିନି ତାରିଖରେ ଭୋଟ୍ ଗ୍ରହଣ ଅନୁଷ୍ଠିତ ହେବ। ନଭେମ୍ବର ୧୦ ତାରିଖରେ ଭୋଟ ଗଣତି ହୋଇ ଫଳ ପ୍ରକାଶ ପାଇବ। କରୋନା କଟକଣା ମଧ୍ୟରେ ମତଦାନ କରିବେ ଭୋଟର ।

BjD Tirtol
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe