ଅନନ୍ତ ଜେନା ଓ ସୌମ୍ୟ ପଟ୍ଟନାୟକଙ୍କୁ ବିଜେଡି ଟିକେଟ୍

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ଆଜି ୭ଟି ବିଧାନସଭା ଓ ୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଶେଷରେ ଚାପର ବଶବର୍ତ୍ତୀ ହୋଇ ଭୁବନେଶ୍ୱର-ମଧ୍ୟ ବିଧାନସଭା ଆସନରୁ ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନାଙ୍କୁ ବିଜେଡି ଟିକେଟ୍ ଦେଇଛି। ସେଠାରେ ବିଧାୟକ ବିଜୟ ମହାନ୍ତିଙ୍କ ଟିକେଟ୍ କଟିଛି। ସେହିପରି ଖଣ୍ଡପଡ଼ା ବିଧାୟକ ଅନୁଭବ ପଟ୍ଟନାୟକଙ୍କ ପରିବର୍ତ୍ତେ ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଖଣ୍ଡପଡ଼ାରୁ ପ୍ରାର୍ଥୀ କରାଯାଇଛି। ବିଜେଡି ଏପର୍ଯ୍ୟନ୍ତ ୧୪୪ଟି ବିଧାନସଭା ଓ ସମସ୍ତ […]

SOUMYARANJAN

SOUMYARANJAN

Manoranjan Sial
  • Published: Tuesday, 02 April 2019
  • Updated: 02 April 2019, 07:53 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେଡି ଆଜି ୭ଟି ବିଧାନସଭା ଓ ୨ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିଛି।
ଶେଷରେ ଚାପର ବଶବର୍ତ୍ତୀ ହୋଇ ଭୁବନେଶ୍ୱର-ମଧ୍ୟ ବିଧାନସଭା ଆସନରୁ ପୂର୍ବତନ ମେୟର ଅନନ୍ତ ନାରାୟଣ ଜେନାଙ୍କୁ ବିଜେଡି ଟିକେଟ୍ ଦେଇଛି। ସେଠାରେ ବିଧାୟକ ବିଜୟ ମହାନ୍ତିଙ୍କ ଟିକେଟ୍ କଟିଛି। ସେହିପରି ଖଣ୍ଡପଡ଼ା ବିଧାୟକ ଅନୁଭବ ପଟ୍ଟନାୟକଙ୍କ ପରିବର୍ତ୍ତେ ରାଜ୍ୟସଭା ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ ଖଣ୍ଡପଡ଼ାରୁ ପ୍ରାର୍ଥୀ କରାଯାଇଛି। ବିଜେଡି ଏପର୍ଯ୍ୟନ୍ତ ୧୪୪ଟି ବିଧାନସଭା ଓ ସମସ୍ତ ୨୧ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ।
ଢେଙ୍କାନାଳ ଲୋକସଭା ଆସନ ପାଇଁ ପାଲଲହଡ଼ା ବିଧାୟକ ମହେଶ ସାହୁଙ୍କୁ ବିଜେଡି ପ୍ରାର୍ଥୀ କରିଥିବାବେଳେ କେନ୍ଦୁଝର ଲୋକସଭା ଆସନରୁ ସଫ୍ଟୱେୟାର ଇଞ୍ଜିନିୟର ଚନ୍ଦ୍ରାଣୀ ମୁର୍ମୁୁ ପ୍ରାର୍ଥୀ ହୋଇଛନ୍ତି। ବିଜେଡି ଏପର୍ଯ୍ୟନ୍ତ ୨୧ ଲୋକସଭା ଆସନରୁ ୭ଜଣ ମହିଳାଙ୍କୁ ପ୍ରାର୍ଥୀ କରିଛନ୍ତି ।
ସେହିପରି ଭୁବନେଶ୍ୱର-ଉତ୍ତର ଆସନରୁ ବିଧାୟକ ପ୍ରିୟଦର୍ଶୀ ମିଶ୍ରଙ୍କ ପରିବର୍ତ୍ତେ ବିଲଡର ସୁଶାନ୍ତ କୁମାର ରାଉତ, ଯାଜପୁରରୁ ପ୍ରଣବ ପ୍ରକାଶ ଦାସ, କୋରେଇରୁ ଆକାଶ ଦାସ ନାୟକଙ୍କ ପରିବର୍ତ୍ତେ ଅଶୋକ ବଳ, ପାଲଲହଡ଼ାରୁ ମୁକେଶ ପାଲ, ଆଠମଲ୍ଲିକରୁ ସଞ୍ଜିବ ସାହୁଙ୍କ ପରିବର୍ତ୍ତେ ରମେଶ ଚନ୍ଦ୍ର ସାଏଙ୍କୁ ଦଳ ପ୍ରାର୍ଥୀ କରିଛି। ଏହି ପର୍ଯ୍ୟାୟରେ ମୋଟ ୫ ଜଣ ବିଧାୟକଙ୍କ ଟିକଟ କଟିଛି ଓ ପ୍ରଣବ ପ୍ରକାଶ ଦାସ ପ୍ରାର୍ଥୀ ହେବେନି ବୋଲି ଯେଉଁ ଚର୍ଚ୍ଚା ଧରିଥିଲା, ତାହାର ମଧ୍ୟ ପୂର୍ଣ୍ଣଚ୍ଛେଦ ପଡ଼ିଛି।

ଚମ୍ପୁଆ, ବାରିପଦା ଓ କେନ୍ଦ୍ରାପଡ଼ା ବିଧାନସଭା ଆସନରେ କିଏ ପ୍ରାର୍ଥୀ ହେବ ତାହା ଏପର୍ଯ୍ୟନ୍ତ ଦଳ ସ୍ଥିର କରିପାରି ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story