ଏଥର ଚମ୍ପୁଆରୁ ମୀନାକ୍ଷୀଙ୍କୁ ପ୍ରାର୍ଥୀ କଲା ବିଜେଡି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ପ୍ରତୀକ୍ଷିତ ଚମ୍ପୁଆ ବିଧାନସଭା ଆସନ ପାଇଁ ବିଜେଡି ଆଜି ପ୍ରାର୍ଥୀ ଘୋଷଣା କରିଛି। ମୀନାକ୍ଷୀ ମହାନ୍ତଙ୍କୁ ଦଳ ଏଠାରୁ ଟିକେଟ୍ ଦେଇଛି। ଏହି ଆସନ ପାଇଁ ବହୁ ଛକାପଞ୍ଝା ଚାଲିଥିଲା। ତୃତୀୟ ପର୍ଯ୍ୟାୟରେ କେନ୍ଦୁଝର ଲୋକସଭା ଓ ଏହା ଅଧୀନରେ ଥିବା ୭ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ଏଥିପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ହୋଇଥିବା ବେଳେ ବିଜେଡି ଆଜି ହିଁ ଚମ୍ପୁଆ ଆସନ ପାଇଁ ପ୍ରାର୍ଥୀଙ୍କ […]

meenaskhi

meenaskhi

Tapaswini Nayak
  • Published: Thursday, 04 April 2019
  • Updated: 04 April 2019, 11:36 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ ପ୍ରତୀକ୍ଷିତ ଚମ୍ପୁଆ ବିଧାନସଭା ଆସନ ପାଇଁ ବିଜେଡି ଆଜି ପ୍ରାର୍ଥୀ ଘୋଷଣା କରିଛି। ମୀନାକ୍ଷୀ ମହାନ୍ତଙ୍କୁ ଦଳ ଏଠାରୁ ଟିକେଟ୍ ଦେଇଛି। ଏହି ଆସନ ପାଇଁ ବହୁ ଛକାପଞ୍ଝା ଚାଲିଥିଲା।

ତୃତୀୟ ପର୍ଯ୍ୟାୟରେ କେନ୍ଦୁଝର ଲୋକସଭା ଓ ଏହା ଅଧୀନରେ ଥିବା ୭ଟି ବିଧାନସଭା ଆସନ ପାଇଁ ମତଦାନ ହେବ। ଏଥିପାଇଁ ଆଜି ନାମାଙ୍କନ ପତ୍ର ଦାଖଲର ଶେଷ ତାରିଖ ହୋଇଥିବା ବେଳେ ବିଜେଡି ଆଜି ହିଁ ଚମ୍ପୁଆ ଆସନ ପାଇଁ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି।

ମୀନାକ୍ଷୀ ପୂର୍ବରୁ ସ୍ୱାଧୀନ ପ୍ରାର୍ଥୀ ଭାବେ ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ସଭ୍ୟ ହୋଇଥିଲେ।

୨୦୧୪ ନିର୍ବାଚନରେ ବିଜେଡି ଚମ୍ପୁଆରୁ ଅଭିନେତା ପପୁ ପମ୍ ପମ୍‌ (ତତ୍ତ୍ୱ ପ୍ରକାଶ ଶତପଥୀ)ଙ୍କୁ ପ୍ରାର୍ଥୀ କରିଥିଲା। ତେବେ ସେ ହାରି ଯାଇଥିଲେ। ଗତଥର ଏହି ଆସନରୁ ସନାତନ ମହାକୁଡ଼ ଜିତିଥିଲେ। ସେ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଜିତିଥିଲେ।

ଚମ୍ପୁଆ ପାଇଁ ପ୍ରାର୍ଥୀ ଦେବା ପରେ ବିଜେଡି ମୋଟ ୧୪୫ଟି ଆସନ ପାଇଁ ନାଁ ଘୋଷଣା କରି ସାରିଛି। ତେବେ ଦଳ ଏଯାବତ କେନ୍ଦ୍ରାପଡ଼ା ଏବଂ ବାରିପଦା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିନାହିଁ।

ସୂଚନାଯୋଗ୍ୟ, ବିଜେପି ଏଠାରୁ ମୁରଲୀ ମୋହନ ଶର୍ମାଙ୍କୁ ପ୍ରାର୍ଥୀ କରିଥିବା ବେଳେ କଂଗ୍ରେସ ଯଦୁମଣି ବାରକଙ୍କୁ ଟିକେଟ୍ ଦେଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story