ପ୍ରଥମ ରାଉଣ୍ଡ ଗଣତି ଶେଷ: ଆଗରେ ବିଜେଡି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନରେ ଆଜି ଭୋଟ୍‌ ଗଣତି ଚାଲିଛି।  ମୋଟ ୨୩ ରାଉଣ୍ଡ ଗଣତି ହେବାକୁ ଥିବାବେଳେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗରେ ରହିଛି। ବିଜେପିଠାରୁ ବିଜେଡି ୧୭୧୨ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଛି। ବିଜେଡିକୁ ୫୫୦୧ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୩୭୮୯  ଓ କଂଗ୍ରେସକୁ ୨୦୬ ଖଣ୍ଡ ଭୋଟ୍ ମିଳିଛି। ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ ଗ୍ରହଣ […]

PadmapurByPoll

PadmapurByPoll

Tapaswini Nayak
  • Published: Thursday, 08 December 2022
  • Updated: 08 December 2022, 09:37 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପଦ୍ମପୁର ଉପନିର୍ବାଚନରେ ଆଜି ଭୋଟ୍‌ ଗଣତି ଚାଲିଛି।  ମୋଟ ୨୩ ରାଉଣ୍ଡ ଗଣତି ହେବାକୁ ଥିବାବେଳେ ପ୍ରଥମ ରାଉଣ୍ଡ ଗଣତି ଶେଷ ହୋଇଛି। ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ଆଗରେ ରହିଛି। ବିଜେପିଠାରୁ ବିଜେଡି ୧୭୧୨ ଖଣ୍ଡ ଭୋଟ୍‌ରେ ଆଗୁଆ ରହିଛି। ବିଜେଡିକୁ ୫୫୦୧ ଖଣ୍ଡ ଭୋଟ୍ ମିଳିଥିବା ବେଳେ ବିଜେପିକୁ ୩୭୮୯  ଓ କଂଗ୍ରେସକୁ ୨୦୬ ଖଣ୍ଡ ଭୋଟ୍ ମିଳିଛି।

ପଦ୍ମପୁର ଉପନିର୍ବାଚନ ପାଇଁ ୫ ତାରିଖରେ ଭୋଟ ଗ୍ରହଣ ହୋଇଥିଲା। ରେକର୍ଡ ୮୧.୨୯ ପ୍ରତିଶତ ମତଦାନ ହୋଇଥିଲା। ବିଜେଡିରୁ ବର୍ଷା ସିଂ ବରିହା ପ୍ରାର୍ଥୀ ହୋଇଥିବା ବେଳେ ବିଜେପିରୁ ପ୍ରଦୀପ ପୁରୋହିତ ଓ କଂଗ୍ରେସରୁ ସତ୍ୟ ଭୂଷଣ ସାହୁ ପ୍ରାର୍ଥୀ ହୋଇଛନ୍ତି।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos