ବିଧାୟକ ବଦ୍ରି ପାତ୍ର ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି। ସୂଚନାଯୋଗ୍ୟ, ୨୦୦୯ରୁ ଲଗାତାର ଭାବେ ଘସିପୁରାରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଥିବା ଶ୍ରୀ ପାତ୍ର ପୂର୍ବରୁ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

Badri Patra

Jitendra Garnayak
  • Published: Saturday, 11 December 2021
  • , Updated: 11 December 2021, 02:05 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ଜଣାପଡ଼ିଛି। ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

ସୂଚନାଯୋଗ୍ୟ, ୨୦୦୯ରୁ ଲଗାତାର ଭାବେ ଘସିପୁରାରୁ ବିଧାନସଭାକୁ ନିର୍ବାଚିତ ହୋଇଆସୁଥିବା ଶ୍ରୀ ପାତ୍ର ପୂର୍ବରୁ ମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ।

Related story