ପ୍ରଶାନ୍ତ ଜଗଦେବଙ୍କ ବାସଭବନ ସମ୍ମୁଖରେ ସ୍ଥାନୀୟ ବାସିନ୍ଦାଙ୍କ ବିକ୍ଷୋଭ

ଭୁବନେଶ୍ୱର: ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିବା ପ୍ରତିବାଦରେ ଆଜି ଭୁବନେଶ୍ୱରର ୩ ନମ୍ବର ସ୍ଥିତ ସରକାରୀ ବାସଭବନ ସମ୍ମୁଖରେ ସ୍ଥାନୀୟ ବାସିନ୍ଦା ବିକ୍ଷୋଭ କରିଛନ୍ତି। କିଛି ଦିନ ତଳେ ବିଧାୟକ ଜଗଦେବ ସେମାନଙ୍କୁ ଅଶ୍ଲୀଳ ଭାଷାରେ ଗାଳିଗୁଲଜ କରିଥିବା ଅଭିଯୋଗ ହୋଇଥିଲା।

 ବିଜେଡି ବିଧାୟକ ପ୍ରଶାନ୍ତ ଜଗଦେବ କହିଛନ୍ତି, “ଏହା ମିଛି। ମୁଁ କାହାକୁ ଗାଳି ଗୁଲଜ କରିନାହିଁ।”

ଆହୁରି ପଢ଼ନ୍ତୁ

‘ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳରେ ସଂକ୍ରମିତ ହାର ଅଧିକ’

କୁକୁର ସାମ୍ନାକୁ ଚାଲି ଆସିବାରୁ ଗଛରେ ପିଟି ହେଲା ବୋଲେରୋ!

ଭୁବନେଶ୍ୱରରୁ ୧୬୬ କରୋନା ଆକ୍ରାନ୍ତ ଚିହ୍ନଟ, ସେଥିରୁ ୬୮ ଲୋକାଲ୍‌ କେସ୍‌

ଲୋକଙ୍କୁ ଡରାଉଛି ଘଡ଼ିଆଲ କୁମ୍ଭୀର

କ୍ରାନ୍ତି ଦିବସରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ୱର୍ଦ୍ଧନା

ଗନ୍ଧମାର୍ଦ୍ଦନ ପାହାଡ଼ରେ ନକ୍ସଲ-ଏସ୍‌ଓଜି ମୁହାଁମୁହିଁ

ପଲିଥିନ୍‌ ତଳେ କଟୁଛି ଜୀବନ

‘ଚେନ୍ନାଇର ଚଷମା ଦୋକାନରୁ ପିପିଇ କିଟ୍‌ କିଣି ଦୁର୍ନୀତିର ମଞ୍ଜି ପୋତିଛନ୍ତି’

‘କାଳିଆ’ ଟଙ୍କା ଫେରସ୍ତ ନିଷ୍ପତ୍ତି ସ୍ଥଗିତ

ନୂଆଁଖାଇ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ସୁରେଶ ପୂଜାରୀ

ପାରଳାଖେମୁଣ୍ଡି ଜେଲ୍ ଅଧୀକ୍ଷକଙ୍କୁ କରୋନା

ରାଜ୍ୟର ୨୫ଟି ଜିଲ୍ଲାରୁ କରୋନାରେ ଗଲାଣି ୨୭୨ ଜୀବନ: ଜାଣନ୍ତୁ, କେଉଁ ଜିଲ୍ଲାରୁ କେତେ