ଆସିକା ସାଂସଦ ଲଡୁକିଶୋର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସିକା ସାଂସଦ ତଥା ବିଜେଡିର ବରିଷ୍ଠ ନେତା ଲଡୁ କିଶୋର ସ୍ୱାଇଁଙ୍କର ପରଲୋକ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଡନୀ ରୋଗରେ ଆକ୍ରାନ୍ତ ଥିଲେ। ଗତକାଲି ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପରିବାର ଲୋକେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା। ଲଡୁକିଶୋରଙ୍କ ମରଶରୀରକୁ ତାଙ୍କ ପୈତୃକ ଗାଁ […]

bjd

bjd

Rakesh Mallick
  • Published: Wednesday, 06 February 2019
  • Updated: 06 February 2019, 12:14 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସିକା ସାଂସଦ ତଥା ବିଜେଡିର ବରିଷ୍ଠ ନେତା ଲଡୁ କିଶୋର ସ୍ୱାଇଁଙ୍କର ପରଲୋକ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ଆପୋଲୋ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୧ ବର୍ଷ ବୟସ ହୋଇଥିଲା। ସେ କିଡନୀ ରୋଗରେ ଆକ୍ରାନ୍ତ ଥିଲେ।

ଗତକାଲି ଅସୁସ୍ଥ ହୋଇପଡିବାରୁ ତାଙ୍କୁ ପରିବାର ଲୋକେ ଆପୋଲୋ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଥିଲା।

ଲଡୁକିଶୋରଙ୍କ ମରଶରୀରକୁ ତାଙ୍କ ପୈତୃକ ଗାଁ କବିସୂର୍ଯ୍ୟନଗରର ପଥରାକୁ ନିଆଯାଇଛି। ସେଠାରେ ତାଙ୍କର ଶେଷକୃତ୍ୟ କରାଯିବ। ଶେଷ ଦର୍ଶନ ପାଇଁ ତାଙ୍କ ବାସଭବନରେ ସମର୍ଥକଙ୍କ ଭିଡ଼ ଜମିବାରେ ଲାଗିଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଡ଼ୁକିଶୋରଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି। ପରିବାର ଲୋକଙ୍କୁ ସାନ୍ତ୍ୱନା ଦେବା ସହ ଲଡ଼ୁଙ୍କ ପୁଅ ନିଚିକେତାଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ।

ସେହିପରି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲଡ଼ୁକିଶୋରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରି ଲେଖିଛନ୍ତି, “ଦକ୍ଷିଣ ଓଡ଼ିଶାର ଜନ ସମସ୍ୟା ସହିତ ଓତଃପ୍ରୋତ ଭାବେ ଜଡ଼ିତ ଥିଲେ ଲଡୁକିଶୋର। ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହ ତାଙ୍କ ଅମର ଆତ୍ମାର ସଦଗତି କାମନା କରିଛି।

୧୯୪୭ ଜୁଲାଇ ୮ ତାରିଖରେ ଜନ୍ମଗ୍ରହଣ କରିଥିବା ଲଡୁକିଶୋର ସ୍ୱାଇଁ ତୃଣମୂଳସ୍ତରରୁ ନିଜ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିଲେ। ପ୍ରଥମେ ବ୍ଲକ ଚେୟାରମ୍ୟାନରୁ କ୍ୟାରିୟର୍ ଆରମ୍ଭ କରିଥିବା ଲଡ଼ୁ ପରବର୍ତ୍ତି ସମୟରେ ବିଧାୟକ ଓ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ।

୨୦୦୪ରେ କବିସୂର୍ଯ୍ୟନଗରର ବିଧାନସଭା ଆସନରୁ ନିର୍ବାଚିତ ହୋଇଥିଲେ ଲଡୁକିଶୋର। ଏହାପରେ ୨୦୧୪ରେ ସେ ଆସିକା ଲୋକସଭା ଆସନରୁ ବିଜେଡି ସାଂସଦ ଭାବେ ନିର୍ବାଚିତ ହୋଇଥିଲେ। ଜିଲ୍ଲାରେ ଜଣେ ଭଲ ସଂଗଠକ ଭାବେ ବେଶ ପରିଚିତ ଥିଲେ। ମୁଖ୍ୟତଃ ଆସିକାରେ ବିଜେଡିର ଯୁବ ସଂଗଠନ ଦାୟିତ୍ୱ ଥିଲା ଲଡ଼ୁଙ୍କ ନିକଟରେ। ଜଣେ ଦକ୍ଷ ନେତା ଓ ସୁସଂଗଠକ ଭାବେ ବେଶ୍ ପରିଚିତ ଥିଲେ ସେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story