ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ବିଜୁ ଜନ୍ମ ଶତବାର୍ଷିକୀ ଅବସରରେ ବିଜେଡି ମୁଖ୍ୟ କାର୍ଯ୍ୟାଳୟରେ ଏକ ଉତ୍ସବର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ସମେତ ଦଳର  ଅନ୍ୟ ବରିଷ୍ଠ ନେତାମାନେ ବିଜୁ ବାବୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ  କରିଛନ୍ତି। ଏହି ଅବସରରେ ସମସ୍ତ ବରିଷ୍ଠ ନେତା, ମନ୍ତ୍ରୀ, ବିଧାୟକ, କର୍ମୀ ଓ ସମର୍ଥକମାନେ ଉପସ୍ଥିତ ରହିଥିଲେ।

biju

Rakesh Mallick
  • Published: Saturday, 05 March 2016
  • , Updated: 05 March 2016, 04:55 AM IST

Related story