୩୧ ପର୍ଯ୍ୟନ୍ତ ବଢ଼ିଲା ବିଜେଡିର ପଦଯାତ୍ରା ଅବଧି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅକ୍ଟୋବର ୨ତାରିଖ ଗାନ୍ଧି ଜୟନ୍ତୀରୁ ଆରମ୍ଭ ହୋଇଥିବା ବିଜେଡିର ଜନସମ୍ପର୍କ ପଦଯାତ୍ରାର ଅବଧିକୁ ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଦଳର ଜିଲ୍ଲା ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତିମାନଙ୍କ ଅନୁରୋଧ ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି। ମିଳିଥିବା ସୂଚନା ଅନୁସାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଅକ୍ଟୋବର ୨ରୁ ଆରମ୍ଭ ହୋଇ ୧୧ତାରିଖ ପର୍ଯ୍ୟନ୍ତ ଚାଲିବା ନିମନ୍ତେ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଏହି ଅବଧି ମଧ୍ୟରେ ଦୁର୍ଗାପୂଜା […]

naveen.j8888

naveen.j8888

Manoranjan Sial
  • Published: Saturday, 05 October 2019
  • Updated: 05 October 2019, 07:13 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଅକ୍ଟୋବର ୨ତାରିଖ ଗାନ୍ଧି ଜୟନ୍ତୀରୁ ଆରମ୍ଭ ହୋଇଥିବା ବିଜେଡିର ଜନସମ୍ପର୍କ ପଦଯାତ୍ରାର ଅବଧିକୁ ଚଳିତମାସ ୩୧ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଦଳର ଜିଲ୍ଲା ପର୍ଯ୍ୟବେକ୍ଷକ ଓ ଜିଲ୍ଲା ସଭାପତିମାନଙ୍କ ଅନୁରୋଧ ପରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ନିଷ୍ପତ୍ତି ନେଇଛନ୍ତି।

ମିଳିଥିବା ସୂଚନା ଅନୁସାରେ ବିଜେଡିର ଜନସମ୍ପର୍କ ପଦଯାତ୍ରା ଅକ୍ଟୋବର ୨ରୁ ଆରମ୍ଭ ହୋଇ ୧୧ତାରିଖ ପର୍ଯ୍ୟନ୍ତ ଚାଲିବା ନିମନ୍ତେ ନିଷ୍ପତ୍ତି ହୋଇଥିଲା। କିନ୍ତୁ ଏହି ଅବଧି ମଧ୍ୟରେ ଦୁର୍ଗାପୂଜା ପଡ଼ିବା ସହ ଅକ୍ଟୋବର ୧୯ତାରିଖ ପର୍ଯ୍ୟନ୍ତ ବିଜେପୁର ଉପନିର୍ବାଚନର ପ୍ରଚାର କାର୍ଯ୍ୟରେ ଦଳର ୫୦ରୁ ଅଧିକ ବିଧାୟକ ଓ ବରିଷ୍ଠ ନେତା ବ୍ୟସ୍ତ ରହିବେ। ତେଣୁୁ ଏହି ସେମାନେ ନିଜ ଅଞ୍ଚଳରେ ଜନସମ୍ପର୍କ ପଦଯାତ୍ରା କରିବାରେ ସମସ୍ୟା ଦେଖାଦେଇଛି। ତେଣୁ ଏସବୁକୁ ଦୃଷ୍ଟିରେ ରଖି ବିଜେଡି ନିଜର ପଦଯାତ୍ରା କାର୍ଯ୍ୟକ୍ରମର ଅବଧିକୁ ବୃଦ୍ଧି କରିଛି।

ସେହିପରି ଦଳର ସଭ୍ୟ ସଂଗ୍ରହ ଅଭିଯାନ ମଧ୍ୟ ଅକ୍ଟୋବର ୩୧ତାରିଖ ପର୍ଯ୍ୟନ୍ତ ଚାଲିବାର କାର୍ଯ୍ୟକ୍ରମ ରହିଛି। ଚଳିତଥର ବିଜେଡି ପ୍ରାୟ ଏକ କୋଟି ସଭ୍ୟ ସଂଗ୍ରହ ପାଇଁ ଲକ୍ଷ୍ୟ ରଖିଥିବାବେଳେ ସଭ୍ୟଙ୍କ ଡାଟାବେସ୍ (ଆଧାର ନମ୍ବର ଜରୁରୀ) ପାଇଁ ନିଷ୍ପତ୍ତି ନେଇଥିବାରୁ ସଭ୍ୟ ସଂଗ୍ରହ ଅଭିଯାନ ଧିମା ରହିଛି। ତେଣୁ ସଭ୍ୟ ସଂଗ୍ରହ ଅଭିଯାନ କାର୍ଯ୍ୟକ୍ରମ ମଧ୍ୟ ନଭେମ୍ବର ୧୦ତାରିଖ ପର୍ଯ୍ୟନ୍ତ ବୃଦ୍ଧି ହେବାର ସମ୍ଭାବନା ରହିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story