ଅନାସ୍ଥା ପ୍ରସ୍ତାବରୁ ଦୂରେଇ ରହିବା ସମୟୋଚିତ ନିଷ୍ପତ୍ତି: ବିଜେଡି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲୋକସଭାରେ ଆଜି ଉପସ୍ଥାପିତ ଅନାସ୍ଥା ପ୍ରସ୍ତାବ ହେଉଛି କଂଗ୍ରେସ ଓ ବିଜେପିର ଏକ ଡ୍ରାମା। ଉଭୟ ଦଳର ଏପ୍ରକାର ଡ୍ରାମାରୁ ବିଜେଡି ଦୂରେଇ ରହିବା ସମୟୋଚିତ ନିଷ୍ପତ୍ତି ବୋଲି ବିଜେଡି କହିଛି। ବିଜେଡି ରାଜ୍ୟ ସଂପାଦକ ବିଜୟ ନାୟକ କହିଛନ୍ତି, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ଏବଂ ବିଜେପି ନେତୃତ୍ୱାଧୀନ ଏନ୍‍ଡିଏ ସରକାର ଗତ ୧୪ ବର୍ଷ ହେଲା କ୍ରମାଗତ ଭାବେ ଓଡ଼ିଶାକୁ ଅବହେଳା କରିଆସିଛନ୍ତି। ମହାନଦୀ, ପୋଲାଭରମ୍‍, ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା […]

bjd baykat parlyament

bjd baykat parlyament

Rakesh Mallick
  • Published: Friday, 20 July 2018
  • Updated: 20 July 2018, 09:39 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲୋକସଭାରେ ଆଜି ଉପସ୍ଥାପିତ ଅନାସ୍ଥା ପ୍ରସ୍ତାବ ହେଉଛି କଂଗ୍ରେସ ଓ ବିଜେପିର ଏକ ଡ୍ରାମା। ଉଭୟ ଦଳର ଏପ୍ରକାର ଡ୍ରାମାରୁ ବିଜେଡି ଦୂରେଇ ରହିବା ସମୟୋଚିତ ନିଷ୍ପତ୍ତି ବୋଲି ବିଜେଡି କହିଛି। ବିଜେଡି ରାଜ୍ୟ ସଂପାଦକ ବିଜୟ ନାୟକ କହିଛନ୍ତି, କଂଗ୍ରେସ ନେତୃତ୍ୱାଧୀନ ୟୁପିଏ ଏବଂ ବିଜେପି ନେତୃତ୍ୱାଧୀନ ଏନ୍‍ଡିଏ ସରକାର ଗତ ୧୪ ବର୍ଷ ହେଲା କ୍ରମାଗତ ଭାବେ ଓଡ଼ିଶାକୁ ଅବହେଳା କରିଆସିଛନ୍ତି। ମହାନଦୀ, ପୋଲାଭରମ୍‍, ସ୍ୱତନ୍ତ୍ର ରାଜ୍ୟ ପାହ୍ୟା ମାନ୍ୟତା ଭଳି ପ୍ରସଂଗରେ ଉଭୟ ସରକାର ଓଡ଼ିଶା କ୍ଷେତ୍ରରେ ଛଳନା କରିଛନ୍ତି। ଏହି କାରଣରୁ ବିଜେଡି ଲୋକସଭାରେ ଆଜି ଉପସ୍ଥାପିତ ଅନାସ୍ଥାପ୍ରସ୍ତାବରେ ଭାଗ ନନେଇ କକ୍ଷ ତ୍ୟାଗ କରିଛି। ଏହି କକ୍ଷ ତ୍ୟାଗ ଉଭୟ ଏନ୍‍ଡିଏ ଓ ୟୁପିଏ ସରକାରଙ୍କ ବିରୋଧରେ ବିଜେଡିର ଏକ ପ୍ରତିବାଦ। ଅନାସ୍ଥା ପ୍ରସ୍ତାବ ଉପରେ ଆଲୋଚନା ଓଡ଼ିଶା ବାସୀଙ୍କ ପାଇଁ ସହାୟକ ହେବନାହିଁ କିମ୍ବା ଫଳପ୍ରଦ ନୁହେଁ ବୋଲି ବିଜେଡିର ୧୯ ଜଣ ସାଂସଦ ହୃଦୟଙ୍ଗମ କରି କକ୍ଷ ତ୍ୟାଗ କରିଥିଲେ। ୟୁପିଏ ଯାହା, ଏନ୍‍ଡିଏ ମଧ୍ୟ ତାହା। ସେଥିପାଇଁ ବିଜେଡି ଉଭୟ ଦଳଠାରୁ ସମଦୂରତ୍ୱରକ୍ଷା କରିଆସୁଛି ବୋଲି ଶ୍ରୀ ନାୟକ କହିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story