‘ରକ୍ଷକ’ ଯୋଜନା ଆରମ୍ଭ କଲା ବିଜୁ ଯୁବ ବାହିନୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟ୍ରାଫିକ ନିୟମ ଓ ସୁରକ୍ଷିତ ଗାଡ଼ି ଚାଳନା ସମ୍ପର୍କରେ ରାଜ୍ୟବ୍ୟାପୀ ସାଧାରଣ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବିଜୁ ଯୁବ ବାହିନୀ ପକ୍ଷରୁ ‘ରକ୍ଷକ’ ନାମରେ ଏକ ସାମାଜିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ଏଜି ଛକଠାରେ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ ବିଜୟ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ କାର୍ଯ୍ୟକ୍ରମକୁ ଉଦଘାଟନ କରି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ବିଜୁ […]

bjd

bjd

Manoranjan Sial
  • Published: Monday, 14 October 2019
  • Updated: 14 October 2019, 10:26 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଟ୍ରାଫିକ ନିୟମ ଓ ସୁରକ୍ଷିତ ଗାଡ଼ି ଚାଳନା ସମ୍ପର୍କରେ ରାଜ୍ୟବ୍ୟାପୀ ସାଧାରଣ ଲୋକଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ବିଜୁ ଯୁବ ବାହିନୀ ପକ୍ଷରୁ ‘ରକ୍ଷକ’ ନାମରେ ଏକ ସାମାଜିକ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଭୁବନେଶ୍ୱରସ୍ଥିତ ଏଜି ଛକଠାରେ ଏହି ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।

ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟକାରୀ ଅଧ୍ୟକ୍ଷ ବିଜୟ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉଦଘାଟନୀ କାର୍ଯ୍ୟକ୍ରମକୁ ଉଦଘାଟନ କରି ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ବିଜୁ ଯୁବ ବାହିନୀର ଏଭଳି ସାମାଜିକ କାର୍ଯ୍ୟକ୍ରମକୁ ପ୍ରଶଂସା କରିଥିଲେ। ସେହିପରି ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ବିଜୁ ଯୁବ ବାହିନୀର ସ୍ୱେଚ୍ଛାସେବୀମାନଙ୍କୁ ନିଷ୍ଠାର ସହ ସାଧାରଣ ଲୋକଙ୍କ ମଧ୍ୟରେ ଟ୍ରାଫିକ ନିୟମର ସଚେତନତା ସୃଷ୍ଟିକୁ ଅଧିକ ବ୍ୟାପକ ଓ ତ୍ୱରାନ୍ୱିତ କରିବା ନିମନ୍ତେ ଅତିଥିମାନେ ପରାମର୍ଶ ଦେଇଥିଲେ। ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ ଯୁବବର୍ଗଙ୍କ ଦାୟିତ୍ୱବୋଧ ଓ ସଡ଼କ ସୁରକ୍ଷା ନିମନ୍ତେ ସହଯୋଗ ଓ ପ୍ରତିବଦ୍ଧତା ସଂପର୍କରେ ଅବଗତ କରାଇଥିଲେ। ସେହିପରି ରାଜ୍ୟ ଯୁବ କଲ୍ୟାଣ ପରିଷଦର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଶ୍ରୀ ନାୟକ କାର୍ଯ୍ୟକ୍ରମ ସଂପର୍କରେ ସୂଚନା ଦେଇ କହିଥିଲେ ଯେ ‘ରକ୍ଷକ’ ସାମାଜିକ କାର୍ଯ୍ୟକ୍ରମ ଆଗାମୀ ୧୦ଦିନ ଧରି ରାଜ୍ୟର ସମସ୍ତ ପଞ୍ଚାୟତ ଓ ପୌରାଞ୍ଚଳରେ କାର୍ଯ୍ୟାନ୍ୱୟନ କରାଯିବ ଏବଂ ବିଜୁ ଯୁବ ବାହିନୀର ସ୍ୱେଚ୍ଛାସେବୀମାନେ ସ୍ଥାନୀୟ ଆଞ୍ଚଳିକ ପରିବହନ ଅଧିକାରୀଙ୍କ କାର୍ଯ୍ୟାଳୟରେ ମଧ୍ୟ ଜନସାଧାରଣଙ୍କୁ ସହଯୋଗ ଓ ସଚେତନ କରାଇବେ । ବିଜୁ ଯୁବ ବାହିନୀର ସିଇଓ ମନୋଜ କୁମାର ପାଢ଼ୀ ସ୍ୱାଗତ ଭାଷଣ ଦେବା ସହ ଏହି କାର୍ଯ୍ୟକ୍ରମର ବିଭିନ୍ନ ଦିଗ ସଂପର୍କରେ ସୂଚନା ଦେଇଥିଲେ।

ଭୁବନେଶ୍ୱରର ୨୦ଟି ପ୍ରମୁଖ ଟ୍ରାଫିକ୍ ସ୍ଥାନରେ ଆଜି ୩୦୦ରୁ ଊଦ୍ଧ୍ୱର୍ ସ୍ୱେଚ୍ଛାସେବୀ ଏହି ସଚେତନତା କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ, ଯାହାକି ଆଗାମୀ ଦିନରେ ସାରା ରାଜ୍ୟରେ ଜାରି ରହିବ ବୋଲି ସୂଚନା ଦିଆଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story