ବିଜେଡି କରିବ ସମାଜସେବା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ଜନତା ଦଳ ଆରମ୍ଭ କରିବ ସୋସିଆଲ ସର୍ଭିସ ୱିଙ୍ଗ୍। ଆଜି ଭୁବନେଶ୍ୱରରେ ବିଜେଡିର ଜନସମ୍ପର୍କ ପଦଯାତ୍ରାକୁ ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଏହି ଶାଖା ଆରମ୍ଭ ହେବ ବୋଲି ନବୀନ କହିଛନ୍ତି । ଏହି ଅବସରରେ ବିଜେଡି ସୁପ୍ରିମୋ ଲୋକଙ୍କ ସମସ୍ୟା ବୁଝିବାକୁ ଦଳୀୟ ନେତାଙ୍କୁ ମନ୍ତ୍ର ଦେଇଛନ୍ତି। ଲୋକଙ୍କ ସମସ୍ୟା ବୁଝିବା ସହ […]

naveen.j8888

naveen.j8888

Tapaswini Nayak
  • Published: Wednesday, 02 October 2019
  • Updated: 02 October 2019, 02:08 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜୁ ଜନତା ଦଳ ଆରମ୍ଭ କରିବ ସୋସିଆଲ ସର୍ଭିସ ୱିଙ୍ଗ୍। ଆଜି ଭୁବନେଶ୍ୱରରେ ବିଜେଡିର ଜନସମ୍ପର୍କ ପଦଯାତ୍ରାକୁ ଶୁଭାରମ୍ଭ କରିବା ଅବସରରେ ଏହି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ଅବସରରେ ତାଙ୍କ ତ୍ୟାଗକୁ ସମ୍ମାନ ଜଣାଇ ଏହି ଶାଖା ଆରମ୍ଭ ହେବ ବୋଲି ନବୀନ କହିଛନ୍ତି । ଏହି ଅବସରରେ ବିଜେଡି ସୁପ୍ରିମୋ ଲୋକଙ୍କ ସମସ୍ୟା ବୁଝିବାକୁ ଦଳୀୟ ନେତାଙ୍କୁ ମନ୍ତ୍ର ଦେଇଛନ୍ତି। ଲୋକଙ୍କ ସମସ୍ୟା ବୁଝିବା ସହ ସରକାରଙ୍କ ଭଲ କାମ ଲୋକଙ୍କ ପାଖରେ ପହଞ୍ଚାଇବାକୁ ସେ ଆହ୍ୱାନ ଦେଇଛନ୍ତି।

ସୂଚନାଯୋଗ୍ୟ, ଆଜି ବିଜେଡ଼ିର ଏହି ପଦଯାତ୍ରା ଏକାମ୍ର ନିର୍ବାଚନ ମଣ୍ଡଳୀର ୬୨ ନମ୍ବର ଓ୍ୱାର୍ଡରୁ ଶୁଭାରମ୍ଭ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ବିଜେଡିର ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story