ଯାଜପୁର, ବୌଦ୍ଧରେ ବିଜେଡି ବିଜୟୀ, ହାତେଇଲା ଏନ୍ଏସି ଅଧ୍ୟକ୍ଷ ପଦ

ବୌଦ୍ଧ/ଯାଜପୁର(ଓଡ଼ିଶା ରିପୋର୍ଟର): ଆଜି ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ସକାଳୁ ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ଦେଖାଦେଲାଣି ବିଜେଡି ଟ୍ରେଣ୍ଡ । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ  ଏନ୍ଏସି ଅଧ୍ୟକ୍ଷ ପଦ ହାତେଇ ନେଇଛି ବିଜେଡି। ଯାଜପୁରରେ ବିଜେଡିର ରଂଜୁଲତା ହୋତା ବିଜୟୀ ହୋଇଥିବା ବେଳେ ବୌଦ୍ଧରେ ବିଜୟୀ ହୋଇଛନ୍ତି ବିଜେଡିର ମୃତ୍ୟୁଞ୍ଜୟ ମିଶ୍ର । ବୌଦ୍ଧରେ ସମୁଦାୟ ୧୭ଟି ୱାର୍ଡ […]

bjd flag

bjd flag

Niharika Rout
  • Published: Saturday, 26 March 2022
  • Updated: 26 March 2022, 12:56 PM IST

Sports

Latest News

ବୌଦ୍ଧ/ଯାଜପୁର(ଓଡ଼ିଶା ରିପୋର୍ଟର): ଆଜି ଚାଲିଛି ପୌର ନିର୍ବାଚନ ଭୋଟ ଗଣତି । ସକାଳୁ ସକାଳୁ ଗଣତି ଆରମ୍ଭ ହୋଇଥିବା ବେଳେ ଦେଖାଦେଲାଣି ବିଜେଡି ଟ୍ରେଣ୍ଡ । ରାଜ୍ୟର ବିଭିନ୍ନ ଏନଏସି, ମ୍ୟୁନିସିପାଲ ଅଞ୍ଚଳରେ ବିଜେଡି ଆଗରେ ଥିବା ବେଳେ ଯାଜପୁର ଓ ବୌଦ୍ଧରେ  ଏନ୍ଏସି ଅଧ୍ୟକ୍ଷ ପଦ ହାତେଇ ନେଇଛି ବିଜେଡି।

ଯାଜପୁରରେ ବିଜେଡିର ରଂଜୁଲତା ହୋତା ବିଜୟୀ ହୋଇଥିବା ବେଳେ ବୌଦ୍ଧରେ ବିଜୟୀ ହୋଇଛନ୍ତି ବିଜେଡିର ମୃତ୍ୟୁଞ୍ଜୟ ମିଶ୍ର । ବୌଦ୍ଧରେ ସମୁଦାୟ ୧୭ଟି ୱାର୍ଡ ମଧ୍ୟରୁ  ୧୫ ଟିରେ ବିଜେଡି ବିଜୟୀ ହୋଇଥିବା ବେଳେ ବିଜେପିକୁ ମିଳିଛି ୨ଟି ୱାର୍ଡ ।

ଏହାବାଦ ରାଜ୍ୟରେ ସମୁଦାୟ ୧୦୮ ପୌରାଧ୍ୟକ୍ଷ ଆସନ ମଧ୍ୟରୁ ବିଜେଡି ୫୭, ବିଜେପି ୧୯, କଂଗ୍ରେସ ୫ ଓ ଅନ୍ୟାନ୍ୟ ଦଳ ୭ଟିରେ ଆଗୁଆ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story