ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଆସନ୍ତା ୨୦ରେ ବିଜେଡି କାର୍ଯ୍ୟକାରିଣୀ ଓ ୨୧ ତାରିଖରେ ରାଜ୍ୟ ପରିଷଦ ବୈଠକ ବସିବ। ସଂଗଠନକୁ ମଜଭୁତ୍ କରିବା ଏଥିରେ ଫୋକସରେ ରହିବ । ସାଂଗଠନିକ, ରାଜନୈତିକ ଓ ଆର୍ଥିକ ଚିଠା ପ୍ରସ୍ତାବ ଉପରେ ଆଲୋଚନା ହେବ । ତେବେ କେଉଁ ମୁଦ୍ଦା ନେଇ ବିଜେଡି ଆଗକୁ ବଢିବ ସେ ନେଇ ମଧ୍ୟ ବୈଠକରେ ସ୍ଥିର କରାଯିବ ।
ତାସହ ନବର୍ନିବାଚିତ ସଭ୍ୟ ମାନଙ୍କୁ ଦାୟିତ୍ୱ ବଣ୍ଟନ ଓ ୩୨ଟି ସାଙ୍ଗଠନିକ ଜିଲ୍ଲାରେ କିପରି ସଭ୍ୟ ସଂଗ୍ରହ କରାଯିବ ସେ ନେଇ ମଧ୍ୟ ଆଲୋଚନା କରାଯିବ ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ କହିଛି ବିଜେଡି । ସେପଟେ ଆସନ୍ତା ୨୬ରେ ବିଜେଡିର ପ୍ରତିଷ୍ଠା ଦିବସ କୋଭିଡ୍ ଗାଇଡଲାଇନ୍ ମାନି ବ୍ଲକ ଓ ନିର୍ବାଚନମଣ୍ଡଳୀ ସ୍ତରରେ ପ୍ରତିଷ୍ଠା ଦିବସ ପାଳନ କରିବାକୁ ସ୍ଥିର ହୋଇଛି । ଯେଉଁଥିରେ ସରକାରଙ୍କ ଯୋଜନାର ସୁଫଳ ଲୋକଙ୍କ ପାଖେ ପହଞ୍ଚାଇବାକୁ ଦଳ ସୁପ୍ରିମୋଙ୍କ ନିର୍ଦ୍ଦେଶ ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।