ରବି ଆଗରେ ତାରା ପଛରେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୟପୁର ବିଧାନସଭା ଆସନର ବିଜେଡି ପ୍ରାର୍ଥୀ ରବି ନନ୍ଦ ଆଗୁଆ ଅଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା କଂଗ୍ରେସ ପ୍ରାର୍ଥୀ ତାରାପ୍ରସାଦ ବାହିନୀ ପତି ପଛରେ ରହିଛନ୍ତି। ଅନ୍ୟପକ୍ଷରେ ବଣ୍ଟାବାଞ୍ଜି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂହ ସାଲୁଜା ଆଗୁଆ ଅଛନ୍ତି। ଆଜି ରାଜ୍ୟରେ ଲୋକସଭା ଓ ବିଧାନସଭା ଆସନ ପାଇ ଭୋଟ୍‌ ଗଣତି ଚାଲିଥିବା ବେଳେ କେବଳ ନବରଙ୍ଗପୁର ବିଧାନସଭା ଆସନର ଫଳାଫଳ ଆସିଛି। ଏଠାରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ […]

tara

tara

Jyoshna Pradhan
  • Published: Thursday, 23 May 2019
  • Updated: 23 May 2019, 02:45 PM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଜୟପୁର ବିଧାନସଭା ଆସନର ବିଜେଡି ପ୍ରାର୍ଥୀ ରବି ନନ୍ଦ ଆଗୁଆ ଅଛନ୍ତି। ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ତଥା କଂଗ୍ରେସ ପ୍ରାର୍ଥୀ ତାରାପ୍ରସାଦ ବାହିନୀ ପତି ପଛରେ ରହିଛନ୍ତି।

ଅନ୍ୟପକ୍ଷରେ ବଣ୍ଟାବାଞ୍ଜି ବିଧାନସଭା ଆସନର କଂଗ୍ରେସ ପ୍ରାର୍ଥୀ ସନ୍ତୋଷ ସିଂହ ସାଲୁଜା ଆଗୁଆ ଅଛନ୍ତି।

ଆଜି ରାଜ୍ୟରେ ଲୋକସଭା ଓ ବିଧାନସଭା ଆସନ ପାଇ ଭୋଟ୍‌ ଗଣତି ଚାଲିଥିବା ବେଳେ କେବଳ ନବରଙ୍ଗପୁର ବିଧାନସଭା ଆସନର ଫଳାଫଳ ଆସିଛି। ଏଠାରେ ବିଜେଡି ପ୍ରାର୍ଥୀ ସଦାଶିବ ପ୍ରଧାନୀ ବିଜୟୀ ହୋଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story