ବିଜେପି କର୍ମୀଙ୍କୁ ହତ୍ୟା ଅଭିଯୋଗ

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ପୁଣି ନିର୍ବାଚନୀ ହିଂସା। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଗଝୋଳ ଗାଁର ଜଣେ ବିଜେପି କର୍ମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସଦାଶିବ୍‌ ପ୍ରଧାନ। ଗତକାଲି ବିଳମ୍ବିତ ରାତିରେ ଗାଁ ମଝିରେ ସଦାଶିବ୍‌ଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ପରେ ଗ୍ରାମବାସୀ ଓ ପରିବାର ଲୋକେ ତାକୁ ଉଦ୍ଧାର କରିଥିଲେ। ତେବେ ଏହା ରାଜନୈତିକ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି। କିଛି ଦିନ ତଳେ ଖୋର୍ଦ୍ଧା ବିଜେପି ମଣ୍ଡଳ […]

vbb

vbb

Tapas Behera
  • Published: Thursday, 18 April 2019
  • Updated: 18 April 2019, 09:53 AM IST

Sports

Latest News

ଭଞ୍ଜନଗର(ପ୍ରଦୀପ କୁମାର ସ୍ୱାଇଁ): ପୁଣି ନିର୍ବାଚନୀ ହିଂସା। ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଅଗଝୋଳ ଗାଁର ଜଣେ ବିଜେପି କର୍ମୀଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସଦାଶିବ୍‌ ପ୍ରଧାନ।

ଗତକାଲି ବିଳମ୍ବିତ ରାତିରେ ଗାଁ ମଝିରେ ସଦାଶିବ୍‌ଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଗ୍ରାମବାସୀ ଦେଖିଥିଲେ। ପରେ ଗ୍ରାମବାସୀ ଓ ପରିବାର ଲୋକେ ତାକୁ ଉଦ୍ଧାର କରିଥିଲେ। ତେବେ ଏହା ରାଜନୈତିକ ହତ୍ୟାକାଣ୍ଡ ବୋଲି ପରିବାର ଲୋକେ ଅଭିଯୋଗ କରିଛନ୍ତି।

କିଛି ଦିନ ତଳେ ଖୋର୍ଦ୍ଧା ବିଜେପି ମଣ୍ଡଳ ସଭାପତି ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ଅଭିଯୋଗ ଆସିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story