/odisha-reporter/media/post_attachments/uploads/2019/04/raghunath-mohanty.jpg)
raghunath-mohanty
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ଆଜି ୪ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ବିଜେଡିରୁ ଯାଇ ବିଜେପିରେ ମିଶିଥିବା ଉତ୍ତର ଓଡ଼ିଶାର ବରିଷ୍ଠ ନେତା ରଘୁନାଥ ମହାନ୍ତିଙ୍କୁ ବସ୍ତାରୁ ଟିକଟ ମିଳିଛି। ଏଥର ବସ୍ତାରୁ ବିଜେଡି ବିଧାୟକ ନିତ୍ୟାନନ୍ଦ ସାହୁ ଓ ରଘୁନାଥଙ୍କ ମଧ୍ୟରେ ଜବରଦସ୍ତ ଲଢ଼େଇ ହେବ।
Advertisment
ଚମ୍ପୁଆରୁ ମୁରଲୀ ଶର୍ମା, ଭୋଗରାଇରୁ ମାନସ ମହାନ୍ତି ଓ ନିଆଳିରୁ ଛବି ମଲ୍ଲିକଙ୍କୁ ବିଜେପି ପ୍ରାର୍ଥୀ କରିଛି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
