ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବହୁ କଳ୍ପନା ଜଳ୍ପନା ପରେ ଲୋକସଭା ନିର୍ବାଚନ ପାଇଁ ବିଜେପି ଆଜି ତା’ର ପାର୍ଥୀ ତାଲିକା ଘୋଷଣା କରିଛି। ଆଜି ପ୍ରଥମ ପର୍ଯ୍ୟାୟରେ ଦେଶର ୧୮୪ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ତଥା ବିଜେପି ସିଇସିର ସାଧାରଣ ସମ୍ପାଦକ ଜେପି ନଡ୍ଡା ଏହି ତାଲିକା ଘୋଷଣା କରିଛନ୍ତି।
ଏହି କ୍ରମରେ ଓଡ଼ିଶା ପାଇଁ ୧୦ଟି ଆସନ ଲାଗି ମଧ୍ୟ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସୁନ୍ଦରଗଡ଼ ଲୋକସଭା ଆସନ ପାଇଁ ଜୁଏଲ ଓରାମ, କେନ୍ଦ୍ରାପଡ଼ା ପାଇଁ ବୈଜୟନ୍ତ ପଣ୍ଡା, ଭୁବନେଶ୍ୱର ଆସନ ପାଇଁ ଅପରାଜିତା ଷଡ଼ଙ୍ଗୀ, କେନ୍ଦୁଝର ପାଇଁ ଅନନ୍ତ ନାୟକ, ବଲାଙ୍ଗୀର ପାଇଁ ସଙ୍ଗୀତା ସିଂହଦେଓ, ବ୍ରହ୍ମପୁର ପାଇଁ ଭୃଗୁ ବକ୍ସିପାତ୍ର, ନବରଙ୍ଗପୁର ପାଇଁ ବଳଭଦ୍ର ମାଝୀ, ଢେଙ୍କାନାଳ ପାଇଁ ରୁଦ୍ର ନାରାୟଣ ପାଣି, ଆସିକା ପାଇଁ ଅନୀତା ପ୍ରିୟଦର୍ଶନୀ, ବାଲେଶ୍ୱର ପାଇଁ ପ୍ରତାପ ଷଡ଼ଙ୍ଗୀଙ୍କ ନାମ ଘୋଷଣା କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରସଙ୍ଗ: ୨ୟ ମେରିଟ୍ ଲିଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୂରଣ ହେବ ଖାଲି ପଡ଼ିଥିବା କନିଷ୍ଠ ଶିକ୍ଷକ ପଦବୀ। ନୂଆ କଟ୍-ଅଫ୍ ମାର୍କ ସ୍ଥିର କରି ୨ୟ ମେରିଟ୍ ଲିଷ୍ଟ ଜାରି କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ।
Politics
ରୁବେନଙ୍କ ବହିକୁ ବିଜେଡିର ପ୍ରତ୍ୟାଖ୍ୟାନ; କାଉଣ୍ଟର କଲା ବିଜେପି
କେବଳ ଚା ଖଟି ଓ ବିରୋଧୀ ଚର୍ଚ୍ଚା କରୁଥିବା ତଥ୍ୟ ସବୁ ବହିରେ ରୁବେନ ଲେଖିଛନ୍ତି ବୋଲି କହିଲେ ଅରୁଣ। ବିଜେଡି ନେତା ସତ୍ୟକୁ ଗ୍ରହଣ କରିବା ଶିଖନ୍ତୁ କହିଲା ବିଜେପି।
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।