Advertisment

ଅପରାଜିତା ଷଡ଼ଙ୍ଗୀଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପିରେ ଯୋଗଦେବା ପରେ ପୂର୍ବତନ ପ୍ରଶାସକ ଅପରାଜିତା ଷଡ଼ଙ୍ଗୀଙ୍କୁ ଦଳ ପକ୍ଷରୁ ମିଳିଛି ଦାୟିତ୍ୱ। ଏଣିକି ସେ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ଲାଭାର୍ଥୀ ବା ହିତାଧିକାରୀ ସଂପର୍କ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ  କରିବେ। ସେହିପରି ବରିଷ୍ଠ ଆଇନଜୀବୀ ଓ ଦଳୀୟ ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଇନ୍‌ ଓ ସୂଚନା ଅଧିକାର ସେବାର ମୁଖ୍ୟ ଭାବେ ଦାୟିତ୍ୱ ଦିଆଯାଇଛି। ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଓ  ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମର ଦାୟିତ୍ୱ ଦିଆଯାଇଛି।

author-image
Rakesh Mallick
୧୯ବର୍ଷର ଶାସନରେ ବି ସୁଧୁରିନି ମହିଳା ଏସଏଚଜିଙ୍କ ଆର୍ଥିକ ସ୍ଥିତି : ବିଜେପି

aparajita

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବିଜେପିରେ ଯୋଗଦେବା ପରେ ପୂର୍ବତନ ପ୍ରଶାସକ ଅପରାଜିତା ଷଡ଼ଙ୍ଗୀଙ୍କୁ ଦଳ ପକ୍ଷରୁ ମିଳିଛି ଦାୟିତ୍ୱ। ଏଣିକି ସେ କେନ୍ଦ୍ରୀୟ ଯୋଜନା ଅନ୍ତର୍ଗତ ଲାଭାର୍ଥୀ ବା ହିତାଧିକାରୀ ସଂପର୍କ ବିଭାଗର ମୁଖ୍ୟ ଭାବେ କାର୍ଯ୍ୟ  କରିବେ।

Advertisment

ସେହିପରି ବରିଷ୍ଠ ଆଇନଜୀବୀ ଓ ଦଳୀୟ ମୁଖପାତ୍ର ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଇନ୍‌ ଓ ସୂଚନା ଅଧିକାର ସେବାର ମୁଖ୍ୟ ଭାବେ ଦାୟିତ୍ୱ ଦିଆଯାଇଛି। ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଓ  ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ଗଣମାଧ୍ୟମ, ସାମାଜିକ ଗଣମାଧ୍ୟମର ଦାୟିତ୍ୱ ଦିଆଯାଇଛି।