ଆସନ୍ତାକାଲିଠୁ ବିଜେପିର ରାଜ୍ୟସ୍ତରୀୟ ସଦସ୍ୟତା ଅଭିଯାନ, ଶୁଭାରମ୍ଭ କରିବେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ବିଜେପିର ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହେଉଛି। ଓଡ଼ିଶାରେ ଏହି ସଦସ୍ୟତା ଅଭିଯାନକୁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଭୁବନେଶ୍ୱର ବିଜେପି ଜିଲ୍ଲା ସଂଗଠନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଭୁବନେଶ୍ୱର ଏକାମ୍ର କଲେଜ ସମ୍ମୁଖସ୍ଥିତ ଗୋଖିବାବା କଲ୍ୟାଣମଣ୍ଡପଠାରେ ଆସନ୍ତାକାଲି ଅପରାହ୍ନ ୩ଟାରେ ଏହି ସଦସ୍ୟତା ଅଭିଯାନକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିବେ। […]

bjp-bbsr-membership-drive-preparatory-meeting

Manoranjan Sial
  • Published: Friday, 05 July 2019
  • Updated: 05 July 2019, 08:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠୁ ବିଜେପିର ଦେଶବ୍ୟାପୀ ସଦସ୍ୟତା ଅଭିଯାନ ଆରମ୍ଭ ହେଉଛି। ଓଡ଼ିଶାରେ ଏହି ସଦସ୍ୟତା ଅଭିଯାନକୁ କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁଭାରମ୍ଭ କରିବେ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଭୁବନେଶ୍ୱର ବିଜେପି ଜିଲ୍ଲା ସଂଗଠନ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଭୁବନେଶ୍ୱର ଏକାମ୍ର କଲେଜ ସମ୍ମୁଖସ୍ଥିତ ଗୋଖିବାବା କଲ୍ୟାଣମଣ୍ଡପଠାରେ ଆସନ୍ତାକାଲି ଅପରାହ୍ନ ୩ଟାରେ ଏହି ସଦସ୍ୟତା ଅଭିଯାନକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆନୁଷ୍ଠାନିକ ଭାବେ ଶୁଭାରମ୍ଭ କରିବେ। ଏହି ଅବସରରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ସମେତ ଦଳର ବହୁ ରାଜ୍ୟସ୍ତରୀୟ ନେତା ଯୋଗ ଦେବେ। ବିଜେପିର ଏହି ସଦସ୍ୟତା ଅଭିଯାନ ଅଗଷ୍ଟ ୧୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଉଭୟ ଅନଲାଇନ ଓ ଅଫଲାଇନ ମାଧ୍ୟମରେ ସଦସ୍ୟ ସଂଗ୍ରହ କରାଯିବ ବୋଲି ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story