ବିଜେଡି, ବିଜେପି, କଂଗ୍ରେସର ରାଜ୍ୟ ମୁଖ୍ୟ କାର୍ଯ୍ୟାଳୟରେ ସ୍ୱାଧୀନତା ଦିବସ ପାଳିତ

ଭୁବନେଶ୍ୱର: ବିଜୁ ଜନତା ଦଳ ମୁଖ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି ୬୯ତମ ସ୍ୱାଧୀନନତା ଦିବସ। ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଭୁବନେଶ୍ୱର ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ ଦଳର ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ। ସେହିପରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି ସ୍ୱାଧୀନତା ଦିବସ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ବିଜେପି ସଭାପତି କନକବର୍ଦ୍ଧନ ସିଂଦେଓ ପତାକା ଉତ୍ତୋଳନ କରିଥିଲେ। ବରିଷ୍ଠ […]

bjp  flag hosting

bjp flag hosting

Rakesh Mallick
  • Published: Saturday, 15 August 2015
  • Updated: 15 August 2015, 09:44 AM IST

Sports

Latest News

ଭୁବନେଶ୍ୱର: ବିଜୁ ଜନତା ଦଳ ମୁଖ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି ୬୯ତମ ସ୍ୱାଧୀନନତା ଦିବସ। ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଠାରେ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ଭୁବନେଶ୍ୱର ସାଂସଦ ପ୍ରସନ୍ନ ପାଟ୍ଟଶାଣୀଙ୍କ ସମେତ ଦଳର ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।bjd flag hosting

ସେହିପରି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପାଳିତ ହୋଇଛି ସ୍ୱାଧୀନତା ଦିବସ। ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟ ବିଜେପି ସଭାପତି କନକବର୍ଦ୍ଧନ ସିଂଦେଓ ପତାକା ଉତ୍ତୋଳନ କରିଥିଲେ। ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କ ସହ ବହୁ ନେତା ଓ କର୍ମୀ ଉପସ୍ଥିତ ଥିଲେ।cong flag hosting

ସେହିପରି ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟରେ ପାଳନ ହୋଇଛି ସ୍ୱାଧୀନତା ଦିବସ। ପିପିସି ସଭାପତି ପ୍ରସାଦ ହରିଚନ୍ଦନ ଏଠାରେ ପତ୍ତାକା ଉତ୍ତୋଳନ କରିଥିଲେ। ଉତ୍ସବରେ ଦଳର ବହୁ ନେତା ଓ କର୍ମୀ ଯୋଗ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story