ଆଉ ୫ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି: ପୁରୀରୁ ସମ୍ବିତ ପାତ୍ର, କଳାହାଣ୍ଡିରୁ ବସନ୍ତ ପଣ୍ଡା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦ୍ୱିତୀୟ ପର୍ଯ୍ୟାୟରେ ବିଜେପି ପକ୍ଷରୁ ୩୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୫ଟି ସିଟ୍ ରହିଛି। ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପୁରୀ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏଥିସହିତ ପୁରୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ଲଢ଼ିବେ ବୋଲି ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ପୂର୍ଣ୍ଣଛେଦ ପଡ଼ିଛି। ନୂଆପଡ଼ା ବିଧାୟକ ତଥା ରାଜ୍ୟ ବିଜେପି ସଭାପତି ବସନ୍ତ କୁମାର ପଣ୍ଡା ଏଥର ବିଧାନସଭା ବଦଳରେ […]

sambit patra

sambit patra

Jitendra Garnayak
  • Published: Saturday, 23 March 2019
  • Updated: 23 March 2019, 10:21 AM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଦ୍ୱିତୀୟ ପର୍ଯ୍ୟାୟରେ ବିଜେପି ପକ୍ଷରୁ ୩୬ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୫ଟି ସିଟ୍ ରହିଛି।

ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ପୁରୀ ଲୋକସଭା ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରିବେ। ଏଥିସହିତ ପୁରୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ଲଢ଼ିବେ ବୋଲି ଯେଉଁ ଚର୍ଚ୍ଚା ହେଉଥିଲା ସେଥିରେ ପୂର୍ଣ୍ଣଛେଦ ପଡ଼ିଛି।

ନୂଆପଡ଼ା ବିଧାୟକ ତଥା ରାଜ୍ୟ ବିଜେପି ସଭାପତି ବସନ୍ତ କୁମାର ପଣ୍ଡା ଏଥର ବିଧାନସଭା ବଦଳରେ ଲୋକସଭା ଆସନ ପାଇଁ ଲଢ଼ିବେ। ଦଳ ତାଙ୍କୁ କଳାହାଣ୍ଡି ଲୋକସଭା ଆସନରୁ ପ୍ରାର୍ଥୀ କରିଛି।

ସେହପରି ବିଜେପି ରାଷ୍ଟ୍ରୀୟ ସମ୍ପାଦକ ସୁରେଶ ପୂଜାରୀ ବରଗଡ଼ରୁ ପ୍ରାର୍ଥୀ ହେବେ। ଗତଥର ସେ ସମ୍ବଲପୁର ଲୋକସଭା ଆସନରୁ ନିର୍ବାଚନ ଲଢ଼ିଥିଲେ।

ଦେବଗଡ଼ ବିଧାୟକ ନୀତେଶ ଗଙ୍ଗଦେବଙ୍କୁ ବି ଲୋକସଭା ନିର୍ବାଚନ ଲଢ଼ିବାକୁ ଟିକେଟ୍ ମିଳିଛି। ତାଙ୍କୁ ସମ୍ବଲପୁର ଲୋକସଭା ଆସନରୁ ପ୍ରାର୍ଥୀ କରାଯାଇଛି।

ପୂର୍ବତନ ସାଂସଦ ଜୟରାମ ପାଙ୍ଗୀଙ୍କୁ ଦଳ କୋରାପୁଟରୁ ପ୍ରାର୍ଥୀ କରିଛି। ସେ ଏହି ସଂରକ୍ଷିତ ଆସନରୁ ନିର୍ବାଚନ ମଇଦାନକୁ ଓହ୍ଲାଇବେ।

ଏହା ପୂର୍ବରୁ ଦଳ ରାଜ୍ୟର ୧୦ଟି ଲୋକସଭା ଆସନ ଲାଗି ପ୍ରାର୍ଥୀଙ୍କ ନାଁ ଘୋଷଣା କରିଥିଲା। ଗତକାଲିର ଘୋଷଣା ପରେ ଏହି ସଂଖ୍ୟା ୧୫କୁ ବୃଦ୍ଧି ପାଇଛି।

ଗତକାଲି ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ହୋଇଥିବା ସେଣ୍ଟ୍ରାଲ ଇଲେକ୍ସନ କମିଟି ବୈଠକ ପରେ ପ୍ରାର୍ଥୀଙ୍କ ନାମରେ ମୋହର ଲାଗିଥିଲା।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story