ବାଲେଶ୍ୱର ସଦର ପାଇଁ ମାନସ ଦତ୍ତଙ୍କୁ ବିଜେପି ଟିକଟ, ତିର୍ତ୍ତୋଲରେ ଲଢ଼ିବେ ରାଜକିଶୋର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସଦର ଓ ଜଗତସିଂହପୁର ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ସଦର ପାଇଁ ଦିଗଙ୍ଗତ ବିଜେପି ନେତା ମଦନମୋହନ ଦତ୍ତଙ୍କ ପୁଅ ମାନସ କୁମାର ଦତ୍ତ ପ୍ରାର୍ଥୀ ହୋଇଛନ୍ତି। ଠିକ୍‌ ସେହିପରି କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଥିବା ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରାଯାଇଛି। ସୂଚନାରୁ ପ୍ରକାଶ, ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ସେହି ସିଟ୍‌ ଖାଲି ପଡ଼ିଥିଲା। ସେହିପରି […]

mas

mas

Manoranjan Sial
  • Published: Sunday, 11 October 2020
  • Updated: 11 October 2020, 02:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସଦର ଓ ଜଗତସିଂହପୁର ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଆଜି ବିଜେପି ପ୍ରାର୍ଥୀ ଘୋଷଣା କରିଛି। ବାଲେଶ୍ୱର ସଦର ପାଇଁ ଦିଗଙ୍ଗତ ବିଜେପି ନେତା ମଦନମୋହନ ଦତ୍ତଙ୍କ ପୁଅ ମାନସ କୁମାର ଦତ୍ତ ପ୍ରାର୍ଥୀ ହୋଇଛନ୍ତି। ଠିକ୍‌ ସେହିପରି କଂଗ୍ରେସ ଛାଡ଼ି ବିଜେପିରେ ସାମିଲ ହୋଇଥିବା ରାଜକିଶୋର ବେହେରାଙ୍କୁ ପ୍ରାର୍ଥୀ କରାଯାଇଛି।

ସୂଚନାରୁ ପ୍ରକାଶ, ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କର ମୃତ୍ୟୁ ଘଟିଥିଲା। ଏହା ପରେ ସେହି ସିଟ୍‌ ଖାଲି ପଡ଼ିଥିଲା। ସେହିପରି ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରୁ ବିଷ୍ଣୁ ଦାସ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁ ପରେ ସେହି ଆସନ୍‌ ଖାଲି ପଡ଼ିଥିଲା।

ନଭେମ୍ୱର ୩ ତାରିଖରେ ଏହି ଆସନ ପାଇଁ ମତଦାନ ହେବ। ଅକ୍ଟୋବର ୧୬ ହେଉଛି ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ଅକ୍ଟୋବର ୧୭ରେ ପ୍ରାର୍ଥିପତ୍ର ଯାଞ୍ଚ ହେବ। ସେହିପରି ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ହେଉଛି ଅକ୍ଟୋବର ୧୯ ରହିଛି। ଏହା ପରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ନଭେମ୍ବର ୧୦ରେ ନିର୍ବାଚନର ଫଳାଫଳ ପ୍ରକାଶ ପାଇବ।

କୋଭିଡ୍ କଟକଣା ଭିତରେ ସୁରୁଖୁରୁରେ ନିର୍ବାଚନ ପରିଚାଳନା ପାଇଁ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଉଛି। କରୋନା ଆକ୍ରାନ୍ତ ମଧ୍ୟ ଭୋଟ୍ ଦେଇପାରିବେ। ଶେଷ ୧ ଘଣ୍ଟାରେ ସେମାନଙ୍କ ପାଇଁ ଭୋଟ୍ ଦେବାର ବ୍ୟବସ୍ଥା କରାଯାଉଛି। ବୁଥ୍‌ରେ ଗହଳି ଏଡ଼ାଇବାକୁ ପ୍ରତି ହଜାରେ ଭୋଟରଙ୍କ ପାଇଁ ହେବ ଗୋଟିଏ ମତଦାନ କେନ୍ଦ୍ର।

ସାମାଜିକ ଦୂରତା ରକ୍ଷାକୁ ଗୁରୁତ୍ୱ ଦିଆଯିବ ସହିତ ମାସ୍କ ଓ ସାନିଟାଇଜର୍ ବ୍ୟବସ୍ଥା ମଧ୍ୟ କରାଯିବ। କରୋନା କଟକଣା ମାନି ଭୋଟରମାନେ ମତାଧିକାର ସାବ୍ୟସ୍ତ କରିବେ। ପ୍ରଥମ ଥର ପାଇଁ ଏହି ନିର୍ବାଚନରେ ନିୟୋଜିତ ସରକାରୀ କର୍ମଚାରୀ, ୮୦ବର୍ଷରୁ ଅଧିକ ବରିଷ୍ଠ ନାଗରିକ ଏବଂ କରୋନା ସଂକ୍ରମିତମାନେ ପୋଷ୍ଟାଲ ବାଲଟ୍‌ରେ ନିଜର ମତଦାନ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story