ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ଟଙ୍କା ଟଙ୍କା ୟେସ୍ ବ୍ୟାଙ୍କରେ ରଖାଯିବାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କରିଛି ବିଜେପି। ଜଗନ୍ନାଥଙ୍କର ୫୯୨ କୋଟି ଟଙ୍କା ହଡ଼ପ କରିବା ପାଇଁ ଚକ୍ରାନ୍ତ ହୋଇଥିଲା ବୋଲି ବିଜେପିର ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ ସାମ୍ୱାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି।
୨୦୧୭ରେ ଉନ୍ନୟନ କମିଶନରଙ୍କ ରିପୋର୍ଟ ଅନୁସାରେ ୨୫ଟି ବ୍ୟାଙ୍କରେ ମହାପ୍ରଭୁଙ୍କ ଟଙ୍କା ରଖିବାକୁ ନିଷ୍ପତ୍ତି ହୋଇଥିଲା। ଏହି ତାଲିକାରେ ୟେସ୍ ବ୍ୟାଙ୍କ ନା ନଥିଲା। କିନ୍ତୁ ମାର୍ଚ୍ଚ ୨୦୧୯ରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୟେସ୍ ବ୍ୟାଙ୍କରେ ଟଙ୍କା ରଖାଯାଇଥିଲା।
ଏହାପରେ ଜୁଲାଇ ୨୦୧୯ରେ ୟେସ୍ ବ୍ୟାଙ୍କର ନାମ ତାଲିକାକୁ ଆସିଥିଲା। ତେଣୁ ଜଗନ୍ନାଥଙ୍କ ଟଙ୍କା ହଡ଼ପ କରିବା ପାଇଁ ଏପରି ଯୋଜନା ହୋଇଥିଲା ପୃଥ୍ୱୀରାଜ ସାମ୍ୱାଦିକ ସମ୍ମିଳନୀରେ ଅଭିଯୋଗ କରିଛନ୍ତି।
ଏହା ସହିତ ଦେବୋତ୍ତୋର ବିଭାଗ କିମ୍ୱା ମନ୍ତ୍ରୀ ସ୍ୱାପିଂରେ ଅନିୟମିତତା କରିଥିବା ଅଭିଯୋଗ କରି ଶ୍ୱେତପତ୍ର ପ୍ରକାଶ କରିବା ସହ ନିରପେକ୍ଷ ତଦନ୍ତ କରିବା ପାଇଁ ବିଜେପି ପକ୍ଷରୁ ଦାବି କରାଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ବ୍ୟବସାୟୀଙ୍କୁ ଦେଖାଇଲେ ବନ୍ଧୁକ, ଲୁଟିନେଲେ ୫ ହଜାର
ଆଜି ଭୋର୍ ୪ଟା ସମୟରେ ସାନ ମୁଣ୍ଡଳୀ ଗାଁର ବସନ୍ତ ଲେଙ୍କା ବ୍ୟବସାୟ ପାଇଁ କଟକ ଯାଉଥିବା ବେଳେ ନରାଜ ଫାୟାରିଂ ରେଞ୍ଜ ନିକଟରେ ଲୁଟର ଶିକାର ହୋଇଛନ୍ତି।
Crime
୧୦ ଘଣ୍ଟା ପରେ ଅପହୃତା ଯୁବତୀ ଉଦ୍ଧାର, ଚାଲିଛି ପଚରାଉଚରା
ଲୁମ୍ବିନୀ ବିହାର ଅଞ୍ଚଳରୁ ଅପହରଣ ହୋଇଥିବା ଯୁବତୀଙ୍କୁ ପ୍ରାୟ ୧୦ ଘଣ୍ଟା ପରେ ଭୁବନେଶ୍ୱର ଭିତରୁ ଉଦ୍ଧାର କରିଛି ପୁଲିସ୍। ଉଦ୍ଧାର ଯୁବତୀଙ୍କୁ ମୈତ୍ରିବିହାର ଥାନାରେ ପଚରାଉଚରା କରାଯାଉଛି।
Miscellaneous
ନୂଆ ବର୍ଷରୁ ନୂଆ ନିୟମ; ଏଣିକି ପ୍ରତି ମାସ ମିଳିବ ରାସନ ସାମଗ୍ରୀ
ପୂର୍ବରୁ ତିନି ମାସରେ ଥରେ ମିଳୁଥିବା ରାସନ ସାମଗ୍ରୀ ଏଣିକି ପ୍ରତିମାସ ମିଳିବ । ଜାନୁୟାରୀ ମାସରୁ ଏହି ନିୟମ ଲାଗୁ କରିବାକୁ ଯାଉଛନ୍ତି ରାଜ୍ୟ ସରକାର।
Crime
ରାଜଧାନୀରେ ଚାଞ୍ଚଲ୍ୟ; ପୁରୁଷ ବନ୍ଧୁଙ୍କୁ ହାଣି ଯୁବତୀଙ୍କୁ ଟେକିନେଲେ
ଯୁବତୀଙ୍କ ପୁରୁଷ ବନ୍ଧୁ ବାରଣ କରିବାରୁ ସେମାନେ ତାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ କରିଥିଲେ। ଏହାପରେ ଯୁବତୀଙ୍କୁ ଅପହରଣ କରି ନେଇ ଘଟଣାସ୍ଥଳରୁ ଫେରାର ହୋଇ ଯାଇଥିବା ଅଭିଯୋଗ ହୋଇଛି।
Crime
ମନ୍ଦିର ହୁଣ୍ଡି ଭାଙ୍ଗିଲେ, କଳାକନା ବୁଲାଇଦେଲେ ଲୁଟେରା
ମନ୍ଦିରକୁ ବି ଛାଡ଼ୁ ନାହାନ୍ତି ଲୁଟେରା। ହୁଣ୍ଡି ଭାଙ୍ଗି ଲୁଟିବା ସହ ବୁଲାଇ ଦେଉଛନ୍ତି କଳାକନା।