ହାଜତ ମୃତ୍ୟୁ : ପୁରୀ ଏସପିଙ୍କ ବହିଷ୍କାର ଓ ଏକ କୋଟି ଟଙ୍କା କ୍ଷତିପୂରଣ ଦାବି କଲା ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ହାଜତ ମୃତ୍ୟୁ ଘଟଣାରେ ପୁରୀ ଏସପିଙ୍କୁ ତୁରନ୍ତ ବହିଷ୍କାର ସହ ମୃତକଙ୍କ ପରିବାରକୁ ଏକ କୋଟି ଟଙ୍କା କ୍ଷତିପୂରଣ ଦେବା ପାଇଁ ବିଜେପି ଦାବି କରିଛି। ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ନେତୃତ୍ୱରେ ବିଜେପିର ୧୦ଜଣ ବିଧାୟକ ଆଜି ପୁରୀ ଗସ୍ତ କରି ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହାସହିତ ଥାନା ହାଜତରେ ଜଣେ ୩୧ବର୍ଷୀୟ ଯୁବକଙ୍କୁ ପିଟି ପିଟି ହତ୍ୟା କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି […]

jainarayan-mishra

jainarayan-mishra

Tapas Behera
  • Published: Thursday, 19 November 2020
  • Updated: 19 November 2020, 10:21 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପୁରୀ ହାଜତ ମୃତ୍ୟୁ ଘଟଣାରେ ପୁରୀ ଏସପିଙ୍କୁ ତୁରନ୍ତ ବହିଷ୍କାର ସହ ମୃତକଙ୍କ ପରିବାରକୁ ଏକ କୋଟି ଟଙ୍କା କ୍ଷତିପୂରଣ ଦେବା ପାଇଁ ବିଜେପି ଦାବି କରିଛି।

ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ନେତୃତ୍ୱରେ ବିଜେପିର ୧୦ଜଣ ବିଧାୟକ ଆଜି ପୁରୀ ଗସ୍ତ କରି ମୃତକଙ୍କ ପରିବାର ସଦସ୍ୟଙ୍କୁ ଭେଟି ସମବେଦନା ଜଣାଇଛନ୍ତି। ଏହାସହିତ ଥାନା ହାଜତରେ ଜଣେ ୩୧ବର୍ଷୀୟ ଯୁବକଙ୍କୁ ପିଟି ପିଟି ହତ୍ୟା କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି ବିଜେପି ବିଧାୟକମାନେ କହିଛନ୍ତି। ଏପରିକି ମୃତକଙ୍କ ଶବକୁ ତାଙ୍କ ପରିବାରକୁ ନଦିଆଯିବା ପୁଲିସର ଅମାନବୀୟ ଆଚରଣକୁ ଦର୍ଶାଉଛି। ଶ୍ରୀ ନାଏକ କହିଛନ୍ତି ଯେ,  ରାଜ୍ୟରେ ଆଇନଶୃଙ୍ଖଳା ସଂପୂର୍ଣ୍ଣଭାବେ ବିପର୍ଯ୍ୟସ୍ତ ହୋଇ ପଡିଛି। ଲୋକଙ୍କ ସୁରକ୍ଷା ପାଇଁ ନିୟୋଜିତ ଥିବା ପୁଲିସ ଆଜି ହତ୍ୟାକାରୀ ପାଲଟିଛି। ଗତ ରାତିରେ ସଂପୃକ୍ତ ଯୁବକଙ୍କୁ ଘରୁ ପୁଲିସ ଉଠାଇ ଆଣିବା ପରେ ଆଜି ତାଙ୍କର ମୃତ୍ୟୁ ହେବା ପୁଲିସର କାର୍ଯ୍ୟଦକ୍ଷତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି। କେବଳ ସେତିକି ନୁହେଁ ଶବ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ଶବ ହସ୍ତାନ୍ତର ନକରିବା ଏବଂ ଶବଦାହ କରିବାବେଳେ ଦସ୍ତଖତ ବଦଳରେ ଟିପ ଚିହ୍ନ ଲଗାଇ ଘଟଣାକୁ ଚପାଇ ଦେବାର ଅପଚେଷ୍ଟା କରାଯାଇଛି ବୋଲି ବିରୋଧୀ ଦଳ ନେତା ଶ୍ରୀ ନାଏକ ଅଭିଯୋଗ କରିଛନ୍ତି।

ବିରୋଧୀ ଦଳ ନେତା ଶ୍ରୀ ନାଏକ ଆଜିର ଦିବସକୁ କଳା ଦିବସ ବୋଲି କହିବା ସହ ଏହି ଘଟଣାରେ ସଂପ୍‌ୃକ୍ତ ପୁଲିସଙ୍କ ବିରୁଦ୍ଧରେ ୩୦୨ ଦଫା ଲଗାଇ ଗିରଫ କରାଯାଉ। ଆଉ ପୁଲିସର ଏପରି ଅମାନବୀୟ ଏବଂ ଦାୟିତ୍ୱହୀନତା କାର୍ଯ୍ୟ ପାଇଁ ପୁରୀ ଏସପିଙ୍କୁ ତୁରନ୍ତ ବହିଷ୍କାର କରିବା ପାଇଁ ସେ ଦାବି କରିଛନ୍ତି।
ଏହି ପ୍ରତିନିଧି ଦଳରେ ବିଜେପି ବିଧାୟକ ଜୟନାରାୟଣ ମିଶ୍ର, ମୋହନ ମାଝୀ, ବ୍ରହ୍ମଗିରି ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ଉଦଳା ବିଧାୟକ ଭାସ୍କର ମଢେଇ, ସୁନ୍ଦରଗଡ଼ ବିଧାୟିକା କୁସୁମ ଟେଟେ ଓ ସ୍ଥାନୀୟ ବିଧାୟକ ଜୟନ୍ତ ଷଡ଼ଙ୍ଗୀଙ୍କ ସମେତ ଅନ୍ୟ ବିଧାୟକମାନେ ଉପସ୍ଥିତ ଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story