ଫେକ୍ ସାର୍ଟିଫିକେଟ ମାମଲାରେ ସିବିଆଇ ତଦନ୍ତ ଦାବି କଲେ ରାଜ୍ୟ ସଭାପତି ମନମୋହନ ସାମଲ। କହିଲେ, ପୁଙ୍ଖାନୁପୁଙ୍ଖ ତଦନ୍ତ ହେଉ, ଦୃଷ୍ଚାନ୍ତମୂଳକ ଦଣ୍ଡ ଦିଆଯାଉ, ପିଲାଙ୍କ ଭାଗ୍ୟ ସହ ଖେଳ ହେଉଛି, ସରକାର ଅନ୍ଧ, ମୂକ, ବଧିର ସାଜିଛନ୍ତି। ବିଜେଡ଼ି ନେତାଙ୍କ ଯଦି ସଂପୃକ୍ତି ନ ଥାନ୍ତା, ଏତେ ବର୍ଷ କେମିତି ଚାଲିଲା। ଜାଲ ସାର୍ଟିଫିକେଟର ମାଷ୍ଟର ମାଇଣ୍ଡ ମନୋଜ ମିଶ୍ରଙ୍କ ବିଜେଡି ସହିତ ଭଲ ସଂପର୍କ ରହିଥିବା ଅଭିଯୋଗ ଆଣିଛନ୍ତି ବିରୋଧୀ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୁହଁ ଖୋଲିଲେ ବିଜେଡି ନେତ୍ରୀ ପୁଷ୍ପାଞ୍ଜଳି; କହିଲେ- ମୁଁ ଯଦି ନିଜ ରକ୍ଷା କରିପାରିନଥାନ୍ତି, ତାହାହେଲେ ମୋ’ ଶାଢୀ ଖୋଲି ଯାଇଥାଆନ୍ତା
ଶଙ୍ଖ ଭବନରେ ଘଟିଥିବର ମାଡ଼ ଘଟଣାକୁ ନେଇ ଭୁବନେଶ୍ୱର ଜୋନ ମହିଳା ବିଜେଡି କାର୍ଯ୍ୟକାରୀ ସଭାନେତ୍ରୀ ପୁଷ୍ପାଞ୍ଜଳି ରଣା କହିଛନ୍ତି, ମୁଁ ଆଗେ ପ୍ରଥମେ ମାଡ଼ ମାରିନି। ଯାହା ଭିଡ଼ିଓରେ ଦେଖାଯାଉଛି, ତାହା ପୂର୍ବରୁ ନିଶ୍ଚିତ କିଛି ଘଟିଥିବ। ଗତ ୨୦ ବର୍ଷ ହେଲା ଜଣେ ମହିଳା ଯଦି ପାଟି ଫିଟାଇନଥିଲା, ଆଜି କାହିଁକି ଫିଟାଇଲା?
Accident
ବିଲ ମଝିରେ ଜଳିଗଲେ ଚାଷୀ
ବିଜୁଳି ବିଭାଗର ଖାମ ଖିଆଲି ନୀତି ପାଇଁ ପ୍ରମୋଦଙ୍କ ଜୀବନ ଯାଇଥିବା ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି।
Crime
ARIଙ୍କୁ ବାନ୍ଧିଲା ଭିଜିଲାନ୍ସ
ଗତକାଲି ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ARI ସୁରେନ୍ଦ୍ର କୁମାରଙ୍କ ଘର ସମେତ ୮ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଥିଲା।
Crime
ଧୂର୍ତ୍ତ ASI: ଗ୍ରାମରକ୍ଷୀଙ୍କୁ ଫସାଇ ଭିଜିଲାନ୍ସ ପଞ୍ଝାରୁ ମାରିଲେ ଚମ୍ପଟ
ଭିଜିଲାନ୍ସ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କୁ ଅଟକ ରଖିବା ସହ ASIଙ୍କୁ ଖୋଜୁଛି ଭିଜିଲାନ୍ସ।