ହିଞ୍ଜିଳିରେ ଭିଡ଼ିଲେ ପୀତାମ୍ବର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ରାଜ୍ୟ ଉପସଭାପତି ପୀତାମ୍ବର ଆଚାର୍ଯ୍ୟ ହିଞ୍ଜିଳିରୁ ବିଜେପି ପ୍ରାର୍ଥୀ ହେବେ। ଆଜି ପୀତାମ୍ବରଙ୍କ ପ୍ରାର୍ଥିତ୍ୱ ନେଇ ବିଜେପି ପକ୍ଷରୁ ଘୋଷଣା କରାଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ପୀତାମ୍ବର ପ୍ରାର୍ଥୀ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନୀ ମଣ୍ଡଳୀ ପାଇଁ ନବୀନ ପ୍ରାର୍ଥିପତ୍ର ଦାଖଲ କରିସାରିଥିବା ବେଳେ ପୀତାମ୍ବର ଖୁବ୍‌ ଶୀଘ୍ର ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡ଼ିଛି।

pit000mmm8888

pit000mmm8888

Tapaswini Nayak
  • Published: Monday, 25 March 2019
  • Updated: 25 March 2019, 02:52 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପି ରାଜ୍ୟ ଉପସଭାପତି ପୀତାମ୍ବର ଆଚାର୍ଯ୍ୟ ହିଞ୍ଜିଳିରୁ ବିଜେପି ପ୍ରାର୍ଥୀ ହେବେ। ଆଜି ପୀତାମ୍ବରଙ୍କ ପ୍ରାର୍ଥିତ୍ୱ ନେଇ ବିଜେପି ପକ୍ଷରୁ ଘୋଷଣା କରାଯାଇଛି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ପୀତାମ୍ବର ପ୍ରାର୍ଥୀ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ହିଞ୍ଜିଳି ନିର୍ବାଚନୀ ମଣ୍ଡଳୀ ପାଇଁ ନବୀନ ପ୍ରାର୍ଥିପତ୍ର ଦାଖଲ କରିସାରିଥିବା ବେଳେ ପୀତାମ୍ବର ଖୁବ୍‌ ଶୀଘ୍ର ନାମାଙ୍କନ ଦାଖଲ କରିବେ ବୋଲି ଜଣାପଡ଼ିଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story