ଉପନିର୍ବାଚନ ପାଇଁ କମିଟି ଗଢ଼ିଲା ବିଜେପି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ବିଜେପି ଆଜି ତା’ର ପରିଚାଳନା କମିଟି ଗଠନ କରିଛି । ବାଲେଶ୍ୱର ଆସନ ପାଇଁ ୧୬ଜଣ ଓ ତିର୍ତ୍ତୋଲ ଆସନ ପାଇଁ ୨୩ଜଣ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି। ଦଳ ପକ୍ଷରୁ ଜାରି ସୂଚନା ଅନୁସାରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶରେ ଗଠିତ କମିଟିରେ ବାଲେଶ୍ୱର ଆସନ ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ସାଂସଦ […]

bjp

bjp

Manoranjan Sial
  • Published: Wednesday, 30 September 2020
  • Updated: 30 September 2020, 05:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ତାରିଖ ଘୋଷଣା ପରେ ବିଜେପି ଆଜି ତା’ର ପରିଚାଳନା କମିଟି ଗଠନ କରିଛି । ବାଲେଶ୍ୱର ଆସନ ପାଇଁ ୧୬ଜଣ ଓ ତିର୍ତ୍ତୋଲ ଆସନ ପାଇଁ ୨୩ଜଣ ନେତାଙ୍କୁ ନିର୍ବାଚନ ପରିଚାଳନା ଦାୟିତ୍ୱ ଦିଆଯାଇଛି।

ଦଳ ପକ୍ଷରୁ ଜାରି ସୂଚନା ଅନୁସାରେ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କ ନିର୍ଦ୍ଦେଶରେ ଗଠିତ କମିଟିରେ ବାଲେଶ୍ୱର ଆସନ ପାଇଁ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ, ସାଂସଦ ବିଶେଶ୍ୱର ଟୁଡୁ, ମନମୋହନ ସାମିଲ, ଗୋଲକ ମହାପାତ୍ର, ବିଷ୍ଣୁ ସେଠୀ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ମୋହନ ମାଝୀ, ସୁକାନ୍ତ ନାୟକ, କାଳନ୍ଦୀ ସାମଲ, ଟଙ୍କଧର ତ୍ରିପାଠୀ, ସ୍ମୃତି ପଟ୍ଟନାୟକ, ଗୋବିନ୍ଦ ଦାଶ,ଅଜୟ କୁମାର ମିଶ୍ର ଓ ଉମାକାନ୍ତ ମହାପାତ୍ରଙ୍କୁ ଦାୟିତ୍ୱ ନ୍ୟସ୍ତ କରାଯାଇଛି।

ସେହିପରି ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ପୃଥ୍ୱୀରାଜ ହରିଚନ୍ଦନ, ଅପରାଜିତା ଷଡ଼ଙ୍ଗୀ, ସମୀର ଦେ, ନୟନ ମହାନ୍ତି, ପ୍ରକାଶ ମିଶ୍ର, ଭୃଗୁବକ୍ସି ପାତ୍ର, ଲଳିତେନ୍ଦୁ ବିଦ୍ୟାଧର ମହାପାତ୍ର, ଜୟନ୍ତ ଷଡ଼ଙ୍ଗୀ, ପ୍ରଭାତୀ ପରିଡ଼ା, ଇରାଶିଷ ଆଚାର୍ଯ୍ୟ, ଶାରଦା ପ୍ରଧାନ, ବିଭୂ ତରାଇ, ଭୁବନମୋହନ ଜେନା, ପ୍ରକାଶ ବେହେରା, ଅମର ନାୟକ, ଦିଲ୍ଲୀପ ମଲ୍ଲିକ, ସତ୍ୟବ୍ରତ ମହାପାତ୍ର, ପ୍ରଦୀପ ବଳ ସାମନ୍ତ, ବାବୁ ସିଂ, ଆଶ୍ରିତ ପଟ୍ଟନାୟକ, ଅଲେଖ ଜେନା, ଗୋକୁଳାନନ୍ଦ ମଲ୍ଲିକ ଓ ପ୍ରଦୀପ ପଟ୍ଟନାୟକଙ୍କୁ ଦାୟିତ୍ୱ ନ୍ୟସ୍ତ ହୋଇଛି।

ଏହି ନେତାମାନେ ଦୁଇ ବିଧାନସଭା ଆସନରେ ଉପନିର୍ବାଚନ ପରିଚାଳନା ଦାୟିତ୍ୱ ତୁଲାଇବେ ବୋଲି ଦଳର ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ସୂଚନା ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story