କୃଷକଙ୍କୁ ଅବହେଳାର ପରିଣତି ଭୋଗିଲା ବିଜେପି: ନବୀନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): “କୃଷି ଓ ଚାଷୀଙ୍କ ଋଣ ସମସ୍ୟାକୁ ନେଇ ବିଜେପିର ପରାଜୟ ହେଲା। ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ନେଇ ସ୍ୱାମୀନାଥନ କମିଟି ରିପୋର୍ଟର ସୁପାରିସକୁ ଲାଗୁ କରିବାରେ କେନ୍ଦ୍ର ଅବହେଳା କରିବା ଯୋଗୁ ଦଳକୁ କୃଷିଭିତ୍ତିକ ରାଜ୍ୟରେ ଏଭଳି ଦଶା ଭୋଗିବାକୁ ପଡ଼ିଲା।” ୫ ରାଜ୍ୟର ନିର୍ବାଚନ ଫଳାଫଳ ପରେ ବିଜେପିକୁ ଆଜି ଏପରି ତେରଚ୍ଛା ତୀର ମାରିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। “ଆମେ କଂଗ୍ରେସ ଓ ବିଜେପିଠାରୁ ସମଦୂରତା […]

naveen

naveen

Manoranjan Sial
  • Published: Tuesday, 11 December 2018
  • Updated: 11 December 2018, 08:01 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): “କୃଷି ଓ ଚାଷୀଙ୍କ ଋଣ ସମସ୍ୟାକୁ ନେଇ ବିଜେପିର ପରାଜୟ ହେଲା। ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି ନେଇ ସ୍ୱାମୀନାଥନ କମିଟି ରିପୋର୍ଟର ସୁପାରିସକୁ ଲାଗୁ କରିବାରେ କେନ୍ଦ୍ର ଅବହେଳା କରିବା ଯୋଗୁ ଦଳକୁ କୃଷିଭିତ୍ତିକ ରାଜ୍ୟରେ ଏଭଳି ଦଶା ଭୋଗିବାକୁ ପଡ଼ିଲା।” ୫ ରାଜ୍ୟର ନିର୍ବାଚନ ଫଳାଫଳ ପରେ ବିଜେପିକୁ ଆଜି ଏପରି ତେରଚ୍ଛା ତୀର ମାରିଛନ୍ତି ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

"ଆମେ କଂଗ୍ରେସ ଓ ବିଜେପିଠାରୁ ସମଦୂରତା ନୀତିରେ କାଏମ୍ ରହିଛୁ। ଛତିଶଗଡ଼ରେ କଂଗ୍ରେସ ସରକାର ଆସିବା ପରେ ମହାନଦୀ ଜଳବିବାଦର ସମସ୍ୟା ସମାଧାନ ହେବ ବୋଲି ଆମେ ଆଶାବାଦୀ" ବୋଲି ନବୀନ କହିଛନ୍ତି।

ଆଜି ୫ ରାଜ୍ୟର ନିର୍ବାଚନୀ ଫଳାଫଳ ପ୍ରକାଶ ପାଇଛି। ଏଥର ହିନ୍ଦୀ ହାର୍ଟଲ୍ୟାଣ୍ଡ ଭାବେ ପରିଚିତ ରାଜସ୍ଥାନ ଓ ଛତିଶଗଡ଼ରେ ବିଜେପିକୁ ବଡ଼ ଝଟ୍‌କା ଲାଗିଛି। ମଧ୍ୟପ୍ରଦେଶରେ କଂଗ୍ରେସ ଓ ବିଜେପି ମଧ୍ୟରେ କଡ଼ା ଟକ୍କର ଚାଲିଛି। ଶେଷ ଖବର ସୁଦ୍ଧା କଂଗ୍ରେସ ୧୧୧ ଓ ବିଜେପି ୧୧୦ ସିଟରେ ଆଗୁଆ ଅଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story