୨ଲକ୍ଷ ଚାଷୀଙ୍କୁ ସଦସ୍ୟ କରାଇବ ବିଜେପି କୃଷକ ମୋର୍ଚ୍ଚା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପିର ‘‘ସଂଗଠନ ପର୍ବ ସଦସ୍ୟତା ଅଭିଯାନ ୨୦୧୯’’ ଅନୁଯାୟୀ ବିଜେପିର ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମ ସାରା ରାଜ୍ୟରେ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ କୃଷକ ମୋର୍ଚ୍ଚା ତରଫରୁ ରାଜ୍ୟର ୨ ଲକ୍ଷ ଚାଷୀଙ୍କୁ ନୂତନ ସଦସ୍ୟତା ପ୍ରଦାନ କରାଯିବ। ରାଜ୍ୟ କାର୍ଯ୍ୟାଳୟଠାରେ କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ଶିବାଜୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଦସ୍ୟତା ଅଭିଯାନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ରାଜ୍ୟ ବିଜେପି ପକ୍ଷରୁ ପ୍ରକାଶିତ ଏକ ପ୍ରେସ ବିବୃତିରେ କୁହାଯାଇଛି। […]

p-123

p-123

Tapas Behera
  • Published: Sunday, 28 July 2019
  • Updated: 28 July 2019, 09:30 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଜେପିର ‘‘ସଂଗଠନ ପର୍ବ ସଦସ୍ୟତା ଅଭିଯାନ ୨୦୧୯’’ ଅନୁଯାୟୀ ବିଜେପିର ସଦସ୍ୟତା ଗ୍ରହଣ କାର୍ଯ୍ୟକ୍ରମ ସାରା ରାଜ୍ୟରେ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମରେ କୃଷକ ମୋର୍ଚ୍ଚା ତରଫରୁ ରାଜ୍ୟର ୨ ଲକ୍ଷ ଚାଷୀଙ୍କୁ ନୂତନ ସଦସ୍ୟତା ପ୍ରଦାନ କରାଯିବ। ରାଜ୍ୟ କାର୍ଯ୍ୟାଳୟଠାରେ କୃଷକ ମୋର୍ଚ୍ଚାର ରାଜ୍ୟ ସଭାପତି ଶିବାଜୀ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଦସ୍ୟତା ଅଭିଯାନ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଥିବା ରାଜ୍ୟ ବିଜେପି ପକ୍ଷରୁ ପ୍ରକାଶିତ ଏକ ପ୍ରେସ ବିବୃତିରେ କୁହାଯାଇଛି।

ଏହି ବୈଠକରେ ମୋର୍ଚ୍ଚାର ରାଷ୍ଟ୍ରୀୟ ସାଧାରଣ ସଂପାଦକ ଡ. ଶମ୍ଭୁ କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ରାଜ୍ୟରେ ଚାଷୀ ଓ ଚାଷ ସହ ଯୋଡି ହୋଇଥିବା ବିଭିନ୍ନ ବର୍ଗର ବ୍ୟକ୍ତିଙ୍କୁ ସଦସ୍ୟ କରାଇବା ପାଇଁ ଆହ୍ୱାନ ଦେଇଛନ୍ତି। ରାଜ୍ୟ ଉପସଭାପତି ତଥା କୃଷକ ମୋର୍ଚ୍ଚାର ପ୍ରଭାରୀ ଶ୍ରୀ ସମୀର ମହାନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ କୃଷକ କଲ୍ୟାଣ ଯୋଜନା ସଂପର୍କରେ ସାଧାରଣ ଚାଷୀଙ୍କୁ ଅବଗତ କରାଇ ବୁଥ୍ ସ୍ତରରେ ସେମାନଙ୍କୁ ଦଳ ସହ ଯୋଡ଼ିବା ପାଇଁ ମତ ଦେଇଥିଲେ। ସମସ୍ତ କାର୍ଯ୍ୟକର୍ତ୍ତାମାନଙ୍କୁ ଏହି ସଦସ୍ୟତା ଅଭିଯାନରେ ସାମିଲ ହୋଇ ଧାର୍ଯ୍ୟ ଲକ୍ଷ୍ୟ ପୂରଣ ପାଇଁ କାର୍ଯ୍ୟ କରିବାକୁ ମୋର୍ଚ୍ଚାର ରାଷ୍ଟ୍ରୀୟ ଉପ ସଭାପତି ଶ୍ରୀ ମହେଶ୍ୱର ସାହୁ ଆହ୍ୱାନ ଦେଇଥିଲେ।

କୃଷକ ମୋର୍ଚ୍ଚା ରାଜ୍ୟ ସାଧାରଣ ସଂପାଦକ ସୁରଥ ବିଶ୍ୱାଳଙ୍କ ସଞ୍ଚାଳିତ ଏହି ବୈଠକରେ ବିଜେପି ରାଜ୍ୟ ସଦସ୍ୟତା ପ୍ରଭାରୀ ଅନନ୍ତ ନାୟକ, ମୋର୍ଚ୍ଚାର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ କୃଷ୍ଣ ଜଗଦ୍ଦେବ, ସୁକାନ୍ତ ପାଣିଗ୍ରାହୀ, ଶୁଭ୍ରାଂଶୁ ମୋହନ ପାଢ଼ୀ ଓ ଅଶୁଂମାନ ମହାନ୍ତି, ମୋର୍ଚ୍ଚାର ରାଜ୍ୟ ସଦସ୍ୟତା ପ୍ରମୁଖ ହୃଷିକେଶ ଜେନା, ସହ ପ୍ରମୁଖ ରାଜକିଶୋର ମେଣ୍ଡଲି, ରାଜ୍ୟ ସାଧାରଣ ସଂପାଦକ ସମୀର ପାତ୍ର ଓ ରବିନାରାୟଣ ମହାପାତ୍ର, ରାଜ୍ୟ ଉପସଭାପତି ବିପିନ୍ ଦାସ, ଶ୍ରୀରଜଂନ ମଙ୍ଗରାଜ, ପ୍ରଦୀପ ସାହୁ, ଦିଲ୍ଲୀପ ସ୍ୱାଇଁ, ରଜତ ମାଦଳା, ରାଜ୍ୟ ସଂପାଦକ ଅଶୋକ ମହାନ୍ତି, ଲିଙ୍ଗରାଜ ବାରିକ, ଶକୁନ୍ତଳା ମହାପାତ୍ର, ବିଶ୍ୱଜିତ୍ ସ୍ୱାଇଁ ଓ ବିକ୍ରମ ରାଉତରାୟଙ୍କ ସମେତ ସମସ୍ତ ଜିଲ୍ଲା ସଭାପତି, ଜିଲ୍ଲା ସଦସ୍ୟତା ପ୍ରମୁଖ, ରାଜ୍ୟ ପଦାଧିକାରୀ ଏବଂ ରାଜ୍ୟ ସଂଯୋଜକମାନେ ଯୋଗ ଦେଇଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story