ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ: ଭୁବନେଶ୍ୱର ପାଲଟିଲା ଦେଶର ପଲିଟିକାଲ କ୍ୟାପିଟାଲ

ଭୁବନେଶ୍ୱରର: ରାତି ପାହିଲେ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୌଠକ। ଚଳଚଞ୍ଚଳ ରାଜଧାନୀ ଭୁବନେଶ୍ୱର। ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରହିଥିବା ବେଳେ ଅନେକ କେନ୍ଦ୍ରୀୟ ନେତା ଭୁବନେଶ୍ୱରରେ ଆସି ଡେରା ପକାଇଲେଣି । ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପାଇଁ  ମଣିପୁର ମୁଖ୍ୟମନ୍ତ୍ରୀ ଏନ.ବୀରେନ୍‌ ସିଂହ,ଅରୁଣାଚଳପ୍ରଦେଶର ମୁଖ୍ୟମନ୍ତ୍ରୀ ପ୍ରେମା ଖାଣ୍ଡୁ, ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନରେନ୍ଦ୍ର ସିଂହ ତୋମାର ଶୁକ୍ରବାର ସଂନ୍ଧ୍ୟାରେ ଭୁବନଶ୍ୱରରେ ପହଞ୍ଚିଛନ୍ତି।

bjjppw (1)

bjjppw (1)

Rakesh Mallick
  • Published: Friday, 14 April 2017
  • Updated: 14 April 2017, 10:59 PM IST

Sports

Latest News

ଭୁବନେଶ୍ୱରର: ରାତି ପାହିଲେ ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୌଠକ। ଚଳଚଞ୍ଚଳ ରାଜଧାନୀ ଭୁବନେଶ୍ୱର। ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି ରହିଥିବା ବେଳେ ଅନେକ କେନ୍ଦ୍ରୀୟ ନେତା ଭୁବନେଶ୍ୱରରେ ଆସି ଡେରା ପକାଇଲେଣି । ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ପାଇଁ  ମଣିପୁର ମୁଖ୍ୟମନ୍ତ୍ରୀ ଏନ.ବୀରେନ୍‌ ସିଂହ,ଅରୁଣାଚଳପ୍ରଦେଶର ମୁଖ୍ୟମନ୍ତ୍ରୀ ପ୍ରେମା ଖାଣ୍ଡୁ, ୟୁପି ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, କେନ୍ଦ୍ରମନ୍ତ୍ରୀ ପିୟୁଷ ଗୋଏଲ ଓ ନରେନ୍ଦ୍ର ସିଂହ ତୋମାର ଶୁକ୍ରବାର ସଂନ୍ଧ୍ୟାରେ ଭୁବନଶ୍ୱରରେ ପହଞ୍ଚିଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos